ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୫୧ରେ ପହଞ୍ଚିଛି।
Another 100 Covid patients have recovered and are being discharged on 13.02.2021
26 from Sundargarh
9 from Anugul
9 from Khordha
8 from Puri
6 from Cuttack
6 from Jajapur
6 from Sambalpur
5 from Bolangir
4 from Mayurbhanj
3 from Deogarh
3 from Gajapati
3 from Jharsuguda— H & FW Dept Odisha (@HFWOdisha) February 13, 2021
ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ସୁସ୍ଥ ହୋଇଥିବା ବେଳେ, ଅନୁଗୁଳ ଓ ଖୋର୍ଦ୍ଧାରୁ ୯ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀରୁ ୮, କଟକ, ଯାଜପୁର, ସମ୍ବଲପୁରରୁ ୬ ଜଣ ଲେଖାଏଁ, ବଲାଙ୍ଗିରରୁ ୫, ମୟୂରଭଞ୍ଜରୁ ୪, ଦେବଗଡ଼, ଗଜପତି, ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏହାସହ ବରଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ରାୟଗଡ଼ରୁ ୨ ଜଣ ଲେଖାଏଁ ଓ ନୂଆପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Another 100 Covid patients have recovered and are being discharged on 13.02.2021
26 from Sundargarh
9 from Anugul
9 from Khordha
8 from Puri
6 from Cuttack
6 from Jajapur
6 from Sambalpur
5 from Bolangir
4 from Mayurbhanj
3 from Deogarh
3 from Gajapati
3 from Jharsuguda— H & FW Dept Odisha (@HFWOdisha) February 13, 2021
ସେହିପରି ଓଡ଼ିଶାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫ଟି ।