ଆଜି ଭୁବନେଶ୍ୱରରୁ ୧୦୭୬ କରୋନା ଆକ୍ରାନ୍ତ ଚିହ୍ନଟ, ୯୮୯ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୦୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ ଜଣ କ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୨୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଏହାକୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୯୫୬ କୁ ବୃଦ୍ଧି ହୋଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

ସେହିପରି ଆଜି ୯୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ୫୪ ହଜାର ୮୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୭୫୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୧୦ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ