ଆଜି ଓଡିଶାରୁ ୧୯୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଧିରେ ଧିରେ ରାଜ୍ୟରେ ଖସୁଛି କରୋନା ଗ୍ରାଫ୍। ଆଜି ରାଜ୍ୟରୁ ଆଉ ୧ ହଜାର ୯୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଟ୍ୱିଟ ଯୋଗେ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୮୬ଜଣ ସୁସ୍ଥହୋଇଛନ୍ତି। ସେହିପରି କଟକରୁ ୩୧୨, ବାଲେଶ୍ୱରରୁ ୧୬୧, ଯାଜପୁରରୁ ୧୨୩, ଜଗତସିଂହପୁରରୁ ୧୧୩, କେନ୍ଦ୍ରାପଡାରୁ ୯୪, ନୟାଗଡରୁ ୭୮, ଭଦ୍ରକରୁ ୭୫, ମୟୂରଭଞ୍ଜରୁ ୭୫, ପୁରୀରୁ ୬୩, ଅନୁଗୁଳରୁ ୬୧, ସୁନ୍ଦରଗଡରୁ ୩୬ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଢେଙ୍କାନାଳରୁ ୩୪, ସମ୍ବଲପୁରରୁ ୩୨, ରାୟଗଡାରୁ ୨୯, ମାଲକାନଗିରିରୁ ୨୫, କନ୍ଧମାଳରୁ ୧୭, ବରଗଡରୁ ୧୪, କେନ୍ଦୁଝରରୁ ୧୩, ଗଜପତିରୁ ୧୦, କୋରାପୁଟରୁ ୧୦, ଗଞ୍ଜାମରୁ ୯, ବୌଦ୍ଧରୁ ୭, ନବରଙ୍ଗପୁରରୁ ୭, ସୋନପୁରରୁ ୬, ଝାରସୁଗୁଡାରୁ ୫, କଳାହାଣ୍ଡିରୁ ୫, ନୂଆପଡାରୁ ୫, ଦେବଗଡରୁ ୩ ଜଣ, ବଲାଙ୍ଗୀରିରୁ ଜଣେ ଏବଂ ଷ୍ଟେଟ ପୁଲରୁ ୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୪୯ ହଜାର ୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ