ଭୁବନେଶ୍ୱରରୁ ଆଜି ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୮୫ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ୨୪ଘଣ୍ଟା ମଧ୍ୟରେ ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୬ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫୧ ଜଣ ରହିଛନ୍ତି । ଏନେଇ ବିଏସି ଟୁଇଟ କରି ସୂଚନା ଦେଇଛି ।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୧୦୪୪୯୨  କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଏବେ ବି ୩୧୫୩ କରୋନା ସକ୍ରିୟ ମାମଲା ରହିଥିବା ବେଳେ ୯୭୮ ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ ଜଣ କରୋନା ଆକ୍ରାନ୍ତ ରାଜ୍ୟ ରାଜଧାନୀରୁ ସୁସ୍ଥ ହୋଇଥିବା ବେଳେ ଏଯାବତ ୧ଲକ୍ଷ ୩୪୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ