କେନ୍ଦୁପତ୍ର ଫଡିରେ ବଜ୍ରପାତ, ୨ ମୃତ

ସୁବର୍ଣ୍ଣପୁର: କେନ୍ଦୁପତ୍ର ଫଡିରେ ବଜ୍ରପାତ । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର । ବୀରମହାରାଜପୁର ବ୍ଲକ ବରଡାପଟା କେନ୍ଦୁପତ୍ର ଫଡିରେ ଏଭଳି ଅଘଟଣ ଘଟିଛି ।

କେନ୍ଦୁପତ୍ର ଫଡିରେ ଶ୍ରମିକମାନେ କାମ କରୁଥିବା ବେଳେ ବଜ୍ରପାତ ମାରିଲା । ଫଳରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ