Yearly Archives

2021

ବାବା ରାମ ରହିମଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଚଣ୍ଡିଗଡ: ବାବା ରାମ ରହିମଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । ରଣଜିତ ସିଂ ହତ୍ୟା ମାମଲାରେ ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ରାମ ରହିମଙ୍କ ସମେତ ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି । ଏହାସହ ରାମ ରହିମଙ୍କୁ ୩୧ ଲକ୍ଷ ଓ ୪ ସହଯୋଗୀଙ୍କୁ ୫୦ ହଜାର ଟଙ୍କାର ଜୋରିମାନା ହୋଇଛି । ୨୦୦୨ ଜୁଲାଇ ୧୦…

ଅତ୍ୟାଧୁନିକ ଢାଞ୍ଚାରେ ବିଧାୟକଙ୍କ ପାଇଁ ବହୁ ତଳ ପ୍ରସାଦ ନିର୍ମାଣ ହେବ: ବାଚସ୍ପତି

ଭୁବନେଶ୍ୱର : ସଂସଦ ଭବନ ଭଳି ଅତ୍ୟାଧୁନିକ ଢାଞ୍ଚାରେ ବିଧାୟକ ମାନଙ୍କ ପାଇଁ ପ୍ରସ୍ତୁତ ହେବ ବହୁ ତଳ ପ୍ରସାଦ । ଏଥିପାଇଁ ୩୦୦ ରୁ ୪୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପୂର୍ତ୍ତ ବିଭାଗ ଏହି କାର୍ଯ୍ୟ କରିବ । ଟେଣ୍ଡର ଡ଼କାଯାଇ ଭଲ ଓ ଅନୁଭବୀ କମ୍ପାନୀକୁ ଏହାର କାର୍ଯ୍ୟ ଦିଆଯିବ । ଦୁଇଟି…

ସୋସିଆଲ ମିଡିଆରେ #SunoKohli ଟ୍ରେଣ୍ଡ୍

 ନୂଆଦିଲ୍ଲୀ: ପୁଣି ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି ଭାରତୀୟ କ୍ରିକେଟ ଟିମର ଅଧିନାୟକ ବିରାଟ କୋହଲି । ଏବେ ସୋସିଆଲ ମିଡିଆରେ #SunoKohli ଟ୍ରେଣ୍ଡ କରୁଛି । ତେବେ ଏହାର କାରଣ ହେଉଛି ଟ୍ୱିଟରରେ ୟୁଜର୍ସଙ୍କ ସମାଲୋଚନାର ଶିକାର ହୋଇଛନ୍ତି କୋହଲି । ତେବେ କାହିଁକି ଏପରି ଟ୍ରେଣ୍ଟ…

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-…

୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ । ଏଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିପାଇଁ ଜିଲ୍ଲାର ୨୬ ବ୍ଲକରେ ପ୍ରସ୍ତୁତି ଜୋର ଧରିଛି…

ମନୀଷ ଦାସ ହତ୍ୟା ମାମଲା: ଆଜିଠୁ ୩ ଅଭିଯୁକ୍ତ ରିମାଣ୍ଡରେ ଗଲେ

ଭୁବନେଶ୍ୱର: ମନୀଷ ଦାସ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ଆଜିଠାରୁ ୪ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ଏହି ସମୟରେ ଅଭିଯୁକ୍ତମାନେ ମନୀଷଙ୍କୁ କେମିତି ହତ୍ୟା କଲେ, ସେହି ରହସ୍ୟ ଉପରୁ ପରଦା ହଟାଇବାକୁ ଚେଷ୍ଟା କରିବ ତଦନ୍ତକାରୀ ଟିମ୍ । କଡା ସୁରକ୍ଷା ବଳୟ ଭିତରେ ୩ ଅଭିଯୁକ୍ତଙ୍କ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧିନ ବେଲବାରିଆ ଗ୍ରାମରେ ଏଭଳି ଘଟଣା ଘଟିଛି । ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଗୁରୁତର…

ଟି ୨୦ ବିଶ୍ୱକପ: ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ

ଦୁବାଇ: ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ । ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତ ୨ଟି ଅଭ୍ୟାସ ମ୍ୟାଚ୍‌ ଖେଳିବ । ଏହି ମ୍ୟାଚ୍‌ ଜରିଆରେ ଭାରତ ଶ୍ରେଷ୍ଠ ଏକାଦଶ ପ୍ରସ୍ତୁତ କରିବାକୁ ପ୍ରୟାସ କରିବ । ଇଂଲଣ୍ଡ ବିପକ୍ଷ ଏହି ଅଭ୍ୟାସ ମ୍ୟାଚରେ…

ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ

କେନ୍ଦୁଝର : କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ । ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡାକୁ ଗିରଫ କରିଛି ପୋଲିସ । ଏହି ମାମଲାରେ ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା । ଏହାକୁ ମିଶାଇ ମୋଟ ଗିରଫ୍ ସଂଖ୍ୟା ୬କୁ ବୃଦ୍ଧି ପାଇଛି…

ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରାଜ କୁମାର ଶର୍ମାଙ୍କୁ ମିଳିଛି ନୂଆ ଦାୟିତ୍ୱ । ଆଇଏଏସ୍‌ ପ୍ରଦୀପ ମହାପାତ୍ରଙ୍କ ବଦଳିପରେ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଦାୟିତ୍ୱ ଏବେ ସମ୍ଭାଳିବେ ଆଇଏଏସ୍‌ ରାଜ କୁମାର ଶର୍ମା । ଏନେଇ ସାଧାରଣ ପ୍ରଶାସନ ବିଭାଗ…
ବ୍ରେକିଂ