ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସ୍କୁଲ, ମେ ୩ରୁ ମାଟ୍ରିକ ଓ ୧୫ରୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ଵର : ଆସନ୍ତା ୮ ତାରିଖରୁ ଖୋଲିବ ସ୍କୁଲ। କୋଭିଡ୍ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ । ଦଶମ ଶ୍ରେଣୀ ବୋର୍ଡ…