ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶାର ରପ୍ତାନି ବଢିଛି ୫୫% : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କରୋନା ମହାମାରୀ ସତ୍ତୱେ ରପ୍ତାନି କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିପାରିଛି ଓଡ଼ିଶା । ଚଳିତ ଆର୍ଥିକ ବର୍ଷର ନଭେମ୍ବର ସୁଦ୍ଧା ରାଜ୍ୟ ନିଜର ରପ୍ତାନିରେ ୫୫ ପ୍ରତିଶତ ବୃଦ୍ଧି କରିପାରିଛି । ଆର୍ଥିକ ମାନ୍ଦାବସ୍ଥା ମଧ୍ୟରେ ଓଡ଼ିଶାର ରପ୍ତାନିକାରୀଙ୍କ ପାଇଁ ଏହା ଏକ…