ଶନିବାର ରାଜ୍ୟରୁ ସୁସ୍ଥ ହେଲେ ୨୦୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର : ଆଜି ରାଜ୍ୟରୁ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୬୨କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।…
Recover your password.
A password will be e-mailed to you.