ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ପିଏଙ୍କ ମୃତ୍ୟୁ ଘଟଣା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାର ଗୁମର ଖୋଲିବ କ୍ରାଇମବ୍ରାଞ୍ଚ । ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି । ଡିଜିପି ଅଭୟ କ୍ରାଇମବ୍ରାଞ୍ଚକୁ ଏଇ ଘଟଣାର…