ସଂସଦର ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ନୂଆ ଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ପାଇଁ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଛନ୍ତି ।ଏହି ଅବସରରେ ଆୟୋଜିତ ବୈଠକରେ ପ୍ରଧାନମନ୍ତ୍ରୀ ପ୍ରଥମେ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି ଉପଲକ୍ଷେ ତାଙ୍କ ସ୍ମୃତିପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ…