୨୪ ଘଣ୍ଟାରେ ଦେଶରେ ୧୨,୮୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଛି । ଶନିବାର ତୁଳନାରେ ଆଜି ଚିହ୍ନଟ ହୋଇଥିବା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ସଂକ୍ରମଣମୁକ୍ତ ରୋଗୀଙ୍କ…