ଶେଷ ହେଲା ଲୋକସଭାର ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ
ନୂଆଦିଲ୍ଲୀ: ଲୋକସଭାର ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଶନିବାର ଶେଷ ହୋଇଛି। ବାଚସ୍ପତି ଓମ ବିରଳା ଗୃହକୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଆରମ୍ଭ ହେବ। ସଂସଦର ବଜେଟ୍ ଅଧିବେଶନ ଦୁଇଟି…