ପୁଡୁଚେରୀ ଉପରାଜ୍ୟପାଳ ପଦରୁ ହଟିଲେ କିରଣ ବେଦୀ
ନୂଆଦିଲ୍ଲୀ : ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ତାଙ୍କ ପଦରୁ ହଟାଇଦିଆଯାଇଛି । ତେଲେଙ୍ଗାନାର ରାଜ୍ୟପାଳ ଡ. ତାମିଲସାଇ ସୁନ୍ଦରରାଜନଙ୍କୁ ପୁଡ଼ୁଚେରୀର ଉପରାଜ୍ୟପାଳଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ଏ ସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…