Daily Archives

February 16, 2021

୪ ନାବାଳକକୁ ଥାର୍ଡ ଡିଗ୍ରୀ ଘଟଣା: ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ତଦନ୍ତ ଆରମ୍ଭ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଥାନାରେ ଏକ ଚୋରି ଘଟଣାରେ ଚାରି ଜଣ ନାବାଳକଙ୍କୁ ପୁଲିସର ଥାର୍ଡ ଡିଗ୍ରୀ ଘଟଣାକୁ ନେଇ ଆଜି ଜିଲ୍ଲାପାଳ ୱାଇ ବିଜୟ ଏହାର ତଦନ୍ତ ନିର୍ଦେଶ ଦେଇଥିଲେ।ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏନେଇ ଚିତ୍ରକୋଣ୍ଡାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା…

ବିଶ୍ୱ ପେଟ୍ରୋକୋଲ୍ କଂଗ୍ରେସ ଏବଂ ବିଶ୍ୱ ଭବିଷ୍ୟତ ଇନ୍ଧନ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଉର୍ଜା କ୍ଷେତ୍ରରେ ଉପଲବ୍ଧି ଏବଂ ସୁଲଭ ଦରରେ ସନ୍ତୁଳନ ଆଣି ଭାରତ ଉର୍ଜା ନ୍ୟାୟର ଏକ ବିଶ୍ୱ ମଡ଼େଲ ତିଆରି କରୁଛି ଏବଂ ସବୁଜ ଉର୍ଜା ରୂପାନ୍ତରଣ ପାଇଁ ନିଜର ଋଣନୀତି ଓ ପଥ ମଧ୍ୟ ପ୍ରସ୍ତୁତ କରୁଛି ।ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଆୟୋଜିତ ୧୧ତମ ବିଶ୍ୱ…

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍: ଇଂଲଣ୍ଡ ବିରୁଦ୍ଧରେ  ବଡ ବିଜୟ ପରେ  ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚିଲା ଭାରତ

ଚେନ୍ନାଇ: ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚିଲା ଭାରତ ।  ଚେନ୍ନାଇରେ ଚାଲୁଥିବା ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ବିରୁଦ୍ଧରେ ଭାରତ ବଡ ବିଜୟ ହାସଲ କରି ୪୬୦ ପଏଣ୍ଟ ସହ ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି । ଅପରପକ୍ଷେ ଇଂଲଣ୍ଡ ୪୪୨ ସହ ପଏଣ୍ଟ…

ମଧ୍ୟପ୍ରଦେଶ ବସ୍ ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ସିଧିରେ ବସ ଦୁର୍ଘଟଣା ନେଇ ଦେଶରେ ଶୋକର ଛାୟା ଖେଳି ଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ  ଦେବାକୁ ଘୋଷଣା କରିଛନ୍ତି…

ପରୀ ହତ୍ୟା ମାମଲା: ନୟାଗଡ଼ ଚିଲଡ୍ରେନ୍‌ କୋର୍ଟରେ ଚାର୍ଜସିଟ୍ ଦାଖଲ

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାର ଚାର୍ଜସିଟ ଦାଖଲ ହୋଇସାରିଛି । ନୟାଗଡ଼ ଚିଲଡ୍ରେନ୍‌ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି SIT । କୋର୍ଟରେ ୩୮୨ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରାଯାଇଛି । ପୀଡ଼ିତାଙ୍କ ଫ୍ରକ୍‌ ଉପର ପାର୍ଶ୍ୱରୁ ପୁରୁଷ ସିମେନ ମିଳିଥିବା ରିପୋର୍ଟରେ…

କନ୍ଧମାଳ ତୁମୁଡିବନ୍ଧରେ ପୁଣି  ପୋଷ୍ଟର ମାରିଲେ ମାଓବାଦୀ

ଫୁଲବାଣୀ: ପୋଷ୍ଟର ମାରିଲେ ମାଓବାଦୀ ।  କନ୍ଧମାଳ ଜ଼ିଲ୍ଲା ତୁମୁଡିବନ୍ଧରେ ଆଜି  ପୁଣି  ମାଓ ପୋଷ୍ଟର ଦେଖିବାକୁ ମିଳିଛି । ସିପିଆଇ ମାଓବାଦୀ ଡିଭିଜନାଲ କମିଟି  ତରଫରୁ  କନ୍ଧମାଳ ଜିଲ୍ଲା ରେତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ଏହି  ମାଓ ପୋଷ୍ଟର  ଲାଗିଛି । ଏଥିରେ କୁଆଡେ  ଗଣ୍ଡ…

ମାତ୍ର ୩୦ ଦିନ ପାଇଁ ହେବ ହରିଦ୍ୱାର ମହାକୁମ୍ଭ ମେଳା-୨୦୨୧

ହରିଦ୍ୱାର: ହରିଦ୍ୱାର ମହାକୁମ୍ଭ ମେଳା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଛି। ମହାକୁମ୍ଭ ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି। ଉତ୍ତରାଖଣ୍ଡ ସରକାର ସ୍ପଷ୍ଟ କରିଛନ୍ତି ଯେ ଏଥର ମହାକୁମ୍ଭ ମାତ୍ର ୩୦ ଦିନ ପାଇଁ ହେବ। ଏପ୍ରିଲ ୧ ତାରିଖରୁ ଆରମ୍ଭ ହୋଇ ୩୦ ତାରିଖରେ ଶେଷ ହେବ। ମାତ୍ର ୩୦ ଦିନ…

ଗଜପତି ସଡ଼କ ଦୁର୍ଘଟଣା: ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା ସହ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଜପତି ଜିଲ୍ଲା ଆର୍ ଉଦୟଗିରି ଠାରେ ମଙ୍ଗଳବାରରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ନିକଟତମ ଆତ୍ମୀୟ ଙ୍କ…

ଭୁବନେଶ୍ୱରର ମହାନଗରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗରରୁ ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ସଂକ୍ରମଣ ଥିବା ଜଣାପଡିଛି । ତେବେ, ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫ରେ…

ଢେଙ୍କାନାଳରେ ବେଆଇନ ପଥର ଖାଦାନ ଉପରେ ଚଢଉ, ଟ୍ରାକ୍ଟର ଜବତ୍

ଢେଙ୍କାନାଳ: ବେଆଇନ ପଥର ଖାଦାନ ଉପରେ ଚଢଉ ।  ଢେଙ୍କାନାଳ ଜିଲ୍ଲା ସଦର ତହସିଲ ପରିଖେଦା ବେଆଇନ ପଥର ଖାଦାନ ଉପରେ ପ୍ରଶାସନ ତରଫରୁ ଚଢଉ ହୋଇଛି । ଏହି ଚଢଉରେ ଏକ ଟ୍ରାକ୍ଟରକୁ ଜବତ୍ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ସଦର ତହସିଲ ପରିଖେଦା ବେଆଇନ ପଥର ଖାଦାନରୁ ଚୋରାରେ ପଥର ଚାଲାଣ…
ବ୍ରେକିଂ