Daily Archives

February 21, 2021

ଓଡିଶାରେ ପହଞ୍ଚିଲା ଲଦାଖରେ ସହିଦ ବୀର ଯବାନଙ୍କ ମର ଶରୀର

 ଭୁବନେଶ୍ୱର: ଓଡିଶାରେ ପହଞ୍ଚିଲା ସହିଦ ବୀର ଯବାନଙ୍କ ପାର୍ଥିବ ଶରୀର।  ଲଦାଖରେ ସହିଦ ହୋଇଥିବା ଓଡ଼ିଆ ପୁଅ ଶଶାଙ୍କ ଶେଖର ସାମଲଙ୍କ ମର ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ସହିଦ ଶଶାଙ୍କଙ୍କୁ ବିମାନ ବନ୍ଦରରେ ଗାର୍ଡ଼ ଅଫ୍‌ ଅନର ଦିଆଯାଇଛି । ଯବାନଙ୍କ ମର ଶରୀରରେ ଯାଜପୁର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଓଡିଶାରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯେଗେ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬,…

ତୈଳ ଦର ବୃଦ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ : ଦେଶରେ ତୈଳଦରରେ ଅହେତୁକ ବୃଦ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧି । ଦେଶରେ ବର୍ଦ୍ଧିତ ପେଟ୍ରୋଲ-ଡିଜେଲ ଦାମ୍‌କୁ କମ୍‌ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ସୋନିଆ ଗାନ୍ଧି କହିଛନ୍ତି ଦେଶରେ…

ଦାଦା ସାହେବ ଫାଲକେ ଆୱାର୍ଡ: ବାଜି ମାରିଲେ ଅକ୍ଷୟ, ଦୀପିକା

ମୁମ୍ବାଇ: ଦାଦା ସାହେବ ଇଂଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛନ୍ତି । ଏହାର ୫ମ ସଂସ୍କରଣରେ ତାହ୍ନାଜୀ ଦି ଅନସଙ୍ଗ ୱାରିୟର ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି । ଅକ୍ଷୟ କୁମାର ଲକ୍ଷ୍ମୀ ପାଇଁ ଏବଂ ଦୀପିକା ପାଦୁକୋନ ଛପାକ ଫିଲ୍ମ ନିମନ୍ତେ ଶ୍ରେଷ୍ଠ…

ଭୋଜି ଖାଇ ୫୦ ଅଧିକ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

କେନ୍ଦ୍ରପଡା : କେନ୍ଦ୍ରପଡା ପଟ୍ଟାମୁଣ୍ଡାଇ ରେ ବାହାଘର ଭୋଜି ଖାଇ ୫୦ ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି ଓ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଅସୁସ୍ଥ ମାନଙ୍କୁ ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

୨୦୨୨ରେ ଲଞ୍ଚ ହେବ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ: ୨୦୨୨ରେ ଉତକ୍ଷେପଣ ହେବ ଚନ୍ଦ୍ରୟାନ-୩ ।ଏନେଇ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ମୁଖ୍ୟ କେ.ଶିବନ ସୂଚନା ଦେଇଛନ୍ତି । ଚନ୍ଦ୍ରୟାନ-୨ ପରି ଏଥିରେ ମଧ୍ୟ ଲ୍ୟାଣ୍ଡର ଓ ରୋଭର ରହିବ । ତେବେ ଚନ୍ଦ୍ରୟାନ-୩ର କକ୍ଷପଥ ରହିବ ନାହିଁ ବୋଲି ଇସ୍ରୋ ପକ୍ଷରୁ ସ୍ପଷ୍ଟ କରାଯାଇଛି ।…

ପୁନେରେ କାଲିଠୁ ନାଇଟ୍ କର୍ଫ୍ୟୁ

ପୁନେ: ମହାରାଷ୍ଟ୍ରରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁନେ ସହରରେ ରାତ୍ରିକର୍ଫ୍ୟୁ ଲାଗୁ ହୋଇଛି । ଆସନ୍ତାକାଲିଠାରୁ ରାତି ୧୧ଟାରୁ ସକାଳ ୬ଟା ଯାଏଁ ଲାଗୁ ହୋଇଛି କର୍ଫ୍ୟୁ । କିନ୍ତୁ ଜରୁରୀକାଳୀନ ସେବା ଏଥିରୁ ବାଦ ପଡିବ । ସେପଟେ ଆସନ୍ତା ୨୮ତାରିଖ ଯାଏଁ ପୁନେର ସବୁ…

ପଶ୍ଚିମବଙ୍ଗରେ ୧ଟଙ୍କା ଶସ୍ତା ହେଲା ପେଟ୍ରୋଲ-ଡିଜେଲ୍

କୋଲକାତା: ଦେଶରେ ବେଲଗାମ ହେଉଛି ତୈଳ ଦର । ବିଭିନ୍ନ ସ୍ଥାନରେ ଏବେ ତୈଳ ଦର ଶହେ ଟପିଛି। ଦର ବୃଦ୍ଧିକୁ ନେଇ ଚର୍ଚ୍ଚା ଆଳୋଚନା ଚାଲିଥିବା ବେଳେ ପଶ୍ଚିମବଙ୍ଗ ସରକାର ବଡ଼ ଘୋଷଣା କରିଛନ୍ତି। ଆଜି ମଧ୍ୟରାତ୍ରୀରୁ ପେଟ୍ରୋଲ ଡିଜେଲର ମୂଲ୍ୟ ଏକ ଟଙ୍କାରେ ହ୍ରାସ କରିବେ ସରକାର। ପଶ୍ଚିମବଙ୍ଗ…

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର: ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର ବୋଲି ଜଣାପଡ଼ିଛି। <>…

ନବମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ ଜିତିଲେ ଡିଜୋକୋଭିକ

ମେଲବୋର୍ଣ୍ଣ: ସର୍ବିୟାର ନୋଭାକ ଡିଜୋକୋଭିକ ୯ମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କରିଛନ୍ତି । ଫାଇନାଲରେ ସେ ରୁଷିଆର ଡେନିୟଲ ମେଦଭେଦେଭଙ୍କୁ ୭-୫, ୬-୨ ଓ ୬-୨ ସେଟରେ ପରାସ୍ତ କରିଥିଲେ । ଜୋକୋଭିକଙ୍କ ଏହା ୧୮ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି । ଏହି ତାଲିକାରେ…
ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି