ଲଞ୍ଚରେ ପ୍ରସ୍ତୁତ କରନ୍ତୁ କଞ୍ଚା ଇଲିସି ମାଛ ବେସର
ଆବଶ୍ୟକୀୟ ସାମଗ୍ରୀ ଇଲିସି ମାଛ, କଟା ପିଆଜ, କଟା ଟମାଟୋ, କଞ୍ଚା ଲଙ୍କ।, କଟା ରସୁଣ, ଅଦା ଓ ରସୁଣ ପେଷ୍ଟ, ବଟା ସୋରିଷ, ସୋରିଷ ତେଲ, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ ଓ କରି ପାଉଡର। ପ୍ରସ୍ତୁତି ପ୍ରଣାଳୀ
ପ୍ରଥମେ ଇଲିସି ମାଛକୁ ଭଲ ଭାବେ ଧୋଇ ଦିଅନ୍ତୁ। ତା’ପରେ ସେଥିରେ ଲୁଣ ଓ ହଳଦୀ…