ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ପାକିସ୍ତାନ ଆଉଟ
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଦୁଇ ଦିନିଆ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନେତୃତ୍ୱରେ ଏପ୍ରିଲ ୨୨ ଏବଂ ୨୩ରେ ଆୟୋଜିତ ହେବାକୁ ଯାଉଥିବା ଏହି ସମ୍ମିଳନୀରେ ସାମିଲ୍ ହେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ…