Daily Archives

April 11, 2021

ଭାରତରେ ପ୍ରସ୍ତୁତ ମେଡିସିନର ରପ୍ତାନୀ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରେମଡେସିଭିର ଇଞ୍ଜେକଶନର ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମାରେ ଦେଶରେ କରୋନା ସ୍ଥିତି ନ ସୁଧିରିବା ପର୍ଯ୍ୟନ୍ତ ରେମଡେସିଭିର…

ହାଇଦର ପାଇଁ ହାଇଆର୍ଲଟ

 ଭୁବନେଶ୍ୱର : ଓଡ଼ିଶା ପୋଲିସର ଅପରେସନ୍ ହାଇଦର । ଶନିବାପ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଫେରାର୍ ହୋଇଯିବା ପରେ ପୋଲିସର ଚିନ୍ତା ବଢ଼ିଛି । ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକ ପରେ କ୍ରାଇମବ୍ରାଞ୍ଚ…

ହାଇଦ୍ରାବାଦ ଆଗରେ ୧୮୮ ରନର ଟାର୍ଗେଟ

ଚେନ୍ନାଇ: ଚେନ୍ନାଇରେ ଚମକିଲେ ନୀତିଶ ରାଣା ଓ ରାହୁଲ ତ୍ରିପାଠୀ। ରାଣା-ରାହୁଲଙ୍କ ଦମଦାର ଇନିଂସ୍ ବଳରେ ବଡ଼ ସ୍କୋର କରିବାରେ ସଫଳ ହୋଇଛି କେକେଆର। ଚେନ୍ନାଇରେ ଖେଳାଯାଉଥିବା ତୃତୀୟ ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସ ପ୍ରଥମେ ବ୍ୟାଟିଂ କରି ୧୮୭ ରନ୍ କରିଛି। ନିର୍ଦ୍ଧାରିତ ଓଭରରେ…

କେନ୍ଦ୍ରାପଡାରେ ବିରଳ ଶିଶୁକନ୍ୟା ଜନ୍ମ

  କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମରେ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ନେଇଛି । ଯାହାର ଦୁଇଟି ମୁଣ୍ଡ ରହିଥିବା ବେଳେ ୩ ଟି ହାତ, ୪ ଟି ଆଖି ଓ ୪ ଟି କାନ ରହିଛି । ଆଜି ପୂର୍ବାହ୍ନ ୧୧ଟାରେ ଶିଶୁଟି ଜନ୍ମ ହେବା ପରେ ତାକୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଝରାଫୁଲ ମୃତ୍ୟୁ ଘଟଣାରେ ଆଉ ଜଣେ ଗିରଫ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ନାଏକ ମୃତ୍ୟୁ ଘଟଣାରେ ଆଉ ଜଣେ ଗିରଫ। ଗିରଫ ଅଭିଯୁକ୍ତ ହେଲେ ଭୁବନେଶ୍ୱର ସୁନ୍ଦରପଦା ଅଞ୍ଚଳର ଅମରେଶ ରାଉତ। ଓୟୋ ଗେଷ୍ଟ ହାଉସ ବୁକ କରିବା ସହ ଝରାଫୁଲ ହତ୍ୟା ଷଡ଼ଯନ୍ତ୍ରରେ ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶକୁ ସହଯୋଗ କରିଥିଲା ଅମରେଶ । ପୋଲିସ…

ଟସ୍ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତି

ଚେନ୍ନାଇ: ଚଳିତ ଆଇପିଏଲରେ ରବିବାର ଆରମ୍ଭ ହେବାକୁ ଯାଉଛି ହାଇ ଭୋଲଟେଜ ମ୍ୟାଚ । ଏଥିରେ କୋଲକାତା ନାଇଟ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ । ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ଣ୍ଣର ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ପିଚ୍…

ଆଜି ରାଜ୍ୟର ୨ ଜିଲ୍ଲା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର : କିଛି ଦିନର ଗ୍ରୀଷ୍ମ ପ୍ରବାହ ପରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କେବଳ ଝାରସୁଗୁଡ଼ା ଓ ବୌଦ୍ଧ ଜିଲ୍ଲାରେ ତାପମାତ୍ର ୪୦ ଡିଗ୍ରୀ ଥିବା ବେଳେ, ବାକି ସହରମାନଙ୍କ ତାପମାତ୍ରା ହ୍ରାସ ପାଇଛି । ଆଜି ବାଲେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ…

ରବିବାର ଓଡିଶାରୁ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ, ଆଜି ୪୫୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୬୯ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୪୩ ଓ…

ମା ବୁଢୀ ଠାକୁରାଣୀଙ୍କ ପୀଠରେ ୧୪୪ ଧାରା

ବ୍ରହ୍ମପୁର: ଫିକା ପଡିଲା ଗଂଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା। ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା' ବୁଢ଼ୀ ଠାକୁରାଣୀ ଯାତ୍ରା ଫିକା ପଡ଼ିଛି । ମା' ବୁଢ଼ୀ ଠାକୁରାଣୀଙ୍କ ପୀଠରେ ୧୪୪ ଧାରା ଲାଗୁ ହୋଇଛି । ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ…

ଏପ୍ରିଲ୍ ୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି

 ଭୁବନେଶ୍ୱର : କୋଭିଡ୍ ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସରକାର ନବମ ଓ ଏକାଦଶ ଶ୍ରେଣୀ ଲାଗି ବିଦ୍ୟାଳୟରେ ପାଠପଢ଼ାକୁ ବନ୍ଦ କରି ଦେଇଛନ୍ତି । ତେବେ ନବମ ଶ୍ରେଣୀ ପରୀକ୍ଷା ହେବା ନା ନାହିଁ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…
ବ୍ରେକିଂ