Monthly Archives

May 2021

ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ୨୬୦୦ଟନ୍ ଅକ୍ସିଜେନ୍ ପରିବହନ

 ଭୁବନେଶ୍ୱର: ମହାମାରୀ ସମୟରେ ଅମ୍ଳଜାନ ଅଭାବ ଥିବା ରାଜ୍ୟମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ଅମ୍ଳଜାନ ସହାୟତା ଏବଂ ରିଲିଫ୍ ଯୋଗାଇବା ପାଇଁ ଭାରତୀୟ ରେଳବାଇ ଦେଶର ବିଭିନ୍ନ ପ୍ରାନ୍ତରୁ ଅମ୍ଳଜାନ ଏକ୍ସପ୍ରେସ ସ୍ପେଶାଲ ଟ୍ରେନ୍ ଚଳାଚଳ କରୁଅଛି। କୋଭିଡ଼୧୯ ସଂକ୍ରମଣ ଯୋଗୁଁ ସଙ୍କଟାପନ୍ନ…

ଜୁନ ୧୭ ପର୍ଯ୍ୟନ୍ତ ଓଡ଼ିଶା ମାନବାଧିକାର ଆୟୋଗକୁ ଜନସାଧାରଣଙ୍କ ପ୍ରବେଶ ନିଷେଧ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଓ ତୋଷାଳି ଭବନଠାରେ କାର୍ଯ୍ୟରତ କର୍ମଚାରୀଙ୍କ ମୃତ୍ୟୁକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ ୧୭ ପର୍ଯ୍ୟନ୍ତ ଓଡ଼ିଶା ମାନବାଧିକାର ଆୟୋଗକୁ ଜନସାଧାରଣଙ୍କ ପ୍ରବେଶ ନିଷେଧ କରାଯାଇଛି। କମିଶନଙ୍କ କାର୍ଯ୍ୟାଳୟକୁ ସାଧାରଣ ଜନତା, ପିଟିସନର ତଥା ବିଭିନ୍ନ ପକ୍ଷଙ୍କର…

୩ ସନ୍ତାନ ଜନ୍ମ ଦେଇପାରିବେ ଚୀନ ଦମ୍ପତି

ବେଜିଂ: ବୃଦ୍ଧା ବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଏବଂ ଜନସଂଖ୍ୟା ବୃଦ୍ଧିରେ ଗତିରୋଧ ଯୋଗୁ ଚିନ୍ତିତ ହୋଇପଡ଼ିଥିବା ଚୀନ ଏକ ବଡ଼ ନିଷ୍ପତ୍ତି ନେଇଛି। ଚୀନ ସରକାର ପରିବାର ନିୟୋଜନ ନିୟମକୁ କୋହଳ କରିବା ଲାଗି ଘୋଷଣା କରିଛନ୍ତି। ସୋମବାର ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଏଣିକି ଚୀନରେ…

ଯୌନ ଶୋଷଣ ଅଭିଯୋଗରେ କର୍ଣ୍ଣାଟକରୁ କଙ୍ଗନାଙ୍କ ବଡିଗାର୍ଡ଼ ଗିରଫ

ମୁମ୍ବାଇ: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବଡିଗାର୍ଡ଼ କୁମାର ହିଗଡେଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି । ହିଗଡେଙ୍କୁ କର୍ଣ୍ଣାଟକ ସ୍ଥିତ ଗାଁରୁ ପୋଲିସ ଗିରଫ କରିଛି । ତାଙ୍କ ଉପରେ ଜଣେ ମହିଳା ବିବାହର ମିଥ୍ୟା ପ୍ରତିଶ୍ରୁତି ଦେବାର ଆରୋପ ଲଗାଇଛନ୍ତି ।…

ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ଫିଲ୍ମ ‘ଶେରନୀ’ର ଟିଜର ରିଲିଜ୍

ନୂଆଦିଲ୍ଲୀ : ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ଶେରନୀ' ର ଟିଜର ଆଜି ରିଲିଜ୍ ହୋଇଛି। ଏହି ଟିଜରଟି ମାତ୍ର ୨୦ ସେକେଣ୍ଡର ହୋଇଛି । ଟିଜରରେ ବିଦ୍ୟା ତାଙ୍କର ଦୁଇ ସାଥୀଙ୍କ ସହ ଜଙ୍ଗଲରେ ବୁଲୁଥିବାର ନଜର ଆସିଛନ୍ତି ଏବଂ ବ୍ୟାକଗ୍ରାଉଣ୍ଡରେ ବିଦ୍ୟାଙ୍କ ସ୍ୱରରେ…

ଦୁଇ କେନ୍ଦ୍ରମନ୍ତ୍ରୀ ବାଲେଶ୍ୱରରେ ବାତ୍ୟାଞ୍ଚଳରେ ସ୍ଥିତି ଅନୁଧ୍ୟାନ କଲେ

 ବାଲେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ଆମ ରାଜ୍ୟ ଓଡ଼ିଶା ପାଇଁ ନୂଆ କଥା ନୁହେଁ, କିନ୍ତୁ ଏହାର ମୁକାବିଲା ପାଇଁ ବ୍ୟାପକ ସ୍ଥାୟୀ ପଦକ୍ଷେପ ଗ୍ରହଣ କରିବା ଏକାନ୍ତ ଅପରିହାର୍ଯ୍ୟ ବୋଲି କେନ୍ଦ୍ର ପେଟ୍ରୋଲିୟମ୍ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆଜି ବାଲେଶ୍ୱର ଜିଲ୍ଲାର…

ଆନ୍ଧ୍ରପ୍ରଦେଶରେ କରୋନା କର୍ଫ୍ୟୁ ଜୁନ୍‌ ୧୦ ଯାଏଁ ବଢିଲା

ହାଇଦ୍ରାବାଦ: ଦେଶରେ କରୋନାର ଦ୍ୱିତୀୟ ଲହରୀ ପରିସ୍ଥିତି ରେ ଏବେ ଧିରେ ଧିରେ ସୁଧାର ଆସୁଛି।  ମହାମାରୀ କରୋନାର ଚେନ୍ କୁ ଭାଙ୍ଗିବା ପାଇଁ ବିଭିନ୍ ରାଜ୍ୟରେ ଲକଡାଉନ, ସଟଡାଉନ ଓ କର୍ଫ୍ୟୁ ଲାଗୁ କରାଯାଇଛି। ଆନ୍ଧ୍ରପ୍ରଦେଶରେ ମଧ୍ୟ କରୋନା ଦ୍ରୁତ ଗତିରେ କାୟା ମେଲାଇଛି। ଦୈନିକ କରୋନା…

ଡିନର ପାଇଁ ଘରେ ପ୍ରସ୍ତୁତ କରନ୍ତୁ ଚଟପଟା ଏଗ୍ ମସଲା

ଆବଶ୍ୟକ ସାମଗ୍ରୀ ଅଣ୍ଡା, ପିଆଜ, ତେଲ, ଲୁଣ, କଂଚା ଲଙ୍କା, ଭ୍ରୁସଙ୍ଗ ପତ୍ର, ରସୁଣ, ଅଦା, ଟମାଟୋ, ଲଙ୍କା ପାଉଡର, ହଳଦୀ ପାଉଡର, ଧନିଆ ପାଉଡର, ଜିରା ପାଉଡର, ପାଓଭାଜି ମସଲା, ଗରମ ମସଲା, ତେନ୍ତୁଳୀ ରସ, ପୁଦିନା ପେଷ୍ଟ । ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ଅଣ୍ଡାକୁ ସିଝାଇ ମଝିରୁ…

ଆଜି ଓଡିଶାରୁ ୧୦ ହଜାର ୪୦୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ପୁଣି ୧୦ ହଜାର ୪୦୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬୮୦୯୩୨କୁ ବୃଦ୍ଧି ପାଇଛ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା…

ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ପଦରୁ ଅଲ୍ପନ ବନ୍ଦୋପାଧ୍ୟାୟଙ୍କ ଅବସର

କୋଲକାତା:  ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲ୍ପନ ବନ୍ଦୋପାଧ୍ୟାୟଙ୍କୁ ନେଇ କେନ୍ଦ୍ର ଓ ମମତା ସରକାର ଭିତରେ ବିବାଦ ଉପୁଜିବା ପରେ ଆଜି ସେ ତାଙ୍କ ପଦରୁ ଅବସର ନେଇଛନ୍ତି । ଆଜି ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ପଦରୁ ବିଦାୟ ନେବା ସହିତ ଅଲ୍ପନ , ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା…
ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ