Daily Archives

June 1, 2021

କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ୨ ମୃତ; ଜଣେ ଗୁରୁତର

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୋନାରପାରା ଗାଁରେ କୂଅ ସଫା କରିବ ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ଘଟିିଛି । ଘଟଣାରେ ଜଣେ ଗୁରୁତର ଥିବା ସୂଚନା ମିଳିଛି। ମୃତ ଓ ଗୁରୁତର ଗୋଟିଏ ପରିବାରର ୩ ଭାଇ ବୋଲି ଜଣାପଡିଛି । ମୃତକ ମାନେ ହେଲେ ହେମରାଜ ହାଲବା ଓ ଅନୁପ କେଉଟ।…

‘ୱାଲ୍‌ମୀ’ର ୪୧ ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଜଳ ଓ ଓ ଭୂ ସମ୍ପଦର ସମନ୍ୱିତ ରିଚାଳନା ନିମନ୍ତେ ଉତ୍ସର୍ଗୀକୃତ ପ୍ରମୁଖ ତାଲିମଓ ଗବେଷଣା ପ୍ରତିଷ୍ଠାନ( ୱାଲ୍‌ମୀ)ର ୪୧ ତମ ପରିଚାଳନା ପରିଷଦ ବୈଠକ (ଗଭଣ୍ଣିଂ କାଉନ୍‌ସିଲ୍ ମିଟିଂ) ସୋମବାର ଦିନ ଭର୍ଚୁଆଲ ବ୍ୟବସ୍ଥାରେ ଅନୁଷ୍ଠିତ ହୋଇଯାଇଛି । ୱାଲ୍‌ମୀର ସଭାପତି ରାଜ୍ୟ ଜଳ ସଂଦ…

‘ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ…

ଭୁବନେଶ୍ୱର :  ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷାକୁ ଅଧିକ ବ୍ୟାପକ ଏବଂ ଗବେଷା ସଂସ୍କୃତିକୁ ଆଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ…

ଆଜି ରାଜ୍ୟରେ ପୁଣି ୧୧୦୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୧୧ ହଜାର ୦୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬୯୨୦୨୭ କୁ ବୃଦ୍ଧି ପାଇଛ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି । Another 11095 Covid patients have…

ଓଡ଼ିଆ ଝିଅଙ୍କ ଦ୍ୱାରା ଆମେରିକାରେ ସ୍ଥାପିତ ସଂସ୍ଥା ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୬୮,୫୦୦ ଡ଼ଲାର ଦାନ

ଭୁବନେଶ୍ୱର : ଓଡ଼ିଆ ଝିଅ ଜୟଶ୍ରୀ ମହାନ୍ତିଙ୍କ ଦ୍ୱାରା ଆମେରିକାରେ ସ୍ଥାପିତ ଆମ ବିଶ୍ୱାସ (ଆୱାର ବିଶ୍ୱାସ) ସଂସ୍ଥା ରାଜ୍ୟର କୋଭିଡ୍ ପରିଚାଳନାରେ ନିଜର ସହଯୋଗ ସ୍ୱରୂପ ୬୮,୫୦୦ ଡ଼ଲାର ଅନ୍ ଲାଇନ୍ ଟ୍ରାନ୍ସଫର ମାଧ୍ୟମରେ ଦାନ କରିଛନ୍ତି ବୋଲି ଗୃହ ଓ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ…

ଆଜି କଟକ ମହାନଗରରୁ ୩୪୫ କରୋନା ସଂକ୍ରମିତ ଚିହ୍ନଟ

କଟକ:  କଟକ ମହାନଗରରୁ ଆଜି ୩୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୦ ଜଣ କ୍ୱେରାଣ୍ଟିନରୁ ଓ ୧୦୫ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।  ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୭୭୧ ରେ…

ରାଜ୍ୟ ପ୍ରାଣୀ ମଙ୍ଗଳ ବୋର୍ଡକୁ ଅଧିକ କ୍ରିୟାଶୀଳ କରାଯିବ: ମନ୍ତ୍ରୀ ଅରୁଣ ସାହୁ

ଭୁବନେଶ୍ୱର :  ପ୍ରାଣୀମାନଙ୍କ ମଙ୍ଗଳ ସାଧନ ଓ ସେମାନଙ୍କ ପ୍ରତି ହେଉଥିବା ନିଷ୍ଠୁର ଆଚରଣରୁ ସୁରକ୍ଷା ପ୍ରଦାନ କରିବା ଦିଗରେ ରାଜ୍ୟ ପ୍ରାଣୀ ମଙ୍ଗଳ ବୋର୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରାଜ୍ୟ ପ୍ରାଣୀ ମଙ୍ଗଳ ବୋର୍ଡକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ଏହାକୁ ଅଧିକ ସଶକ୍ତ କରିବା…

ମିଶନ ଶକ୍ତି ବିଭାଗ ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହେଲା

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମହିଳା ଓ ଶିଶୁ ବିକାଶ ବିଭାଗରୁ ପୃଥକ ହୋଇ ଆଜିଠାରୁ ଏକ ସ୍ୱତନ୍ତ୍ର ବିଭାଗ ଭାବେ କାର୍ଯ୍ୟ କରିବ ‘ମିଶନ ଶକ୍ତି’ ବିଭାଗ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏ ସଂପର୍କିତ ବିଜ୍ଞପ୍ତି ଆଜି ପ୍ରକାଶିତ…

କରୋନାରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ମଧୁବାବୁ ପେନସନ ଯୋଜନାରେ ସହାୟତା ଘୋଷଣା

ଭୁବନେଶ୍ୱର: କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ମଧୁବାବୁ ପେନସନ ଯୋଜନାରେ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ । ଏଥିସହ କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ୧୫ ଦିନ ମଧ୍ୟରେ ଚିହ୍ନଟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ସିବିଏସ୍ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ ହେଲା CBSE ଦ୍ୱାଦଶ ପରୀକ୍ଷା । ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ପରେ ଏହି ଘୋଷଣା କରାଯାଇଛି । ଏହି ମହାମାରୀ ସମୟରେ ପିଲାଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି  ପ୍ରଧାନମନ୍ତ୍ରୀ ମୋଦି । ଛାତ୍ରଛାତ୍ରୀ ଓ…
ବ୍ରେକିଂ