Daily Archives

June 9, 2021

ଆଜି କଟକ ମହାନଗରରୁ ୧୭୧ କରୋନା ସଂକ୍ରମିତ ଚିହ୍ନଟ, ୨୯୩ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୧୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୬ ଜଣ କ୍ୱେରାଣ୍ଟିନରୁ ଓ ୪୫ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୫୬୮ ରେ ପହଞ୍ଚିଛି…

ରାଜ୍ୟର ସମସ୍ତ ଔଷଧ ଦୋକାନୀ ଓ କର୍ମଚାରୀଙ୍କୁ କରୋନା ଟିକା

ଭୁବନେଶ୍ୱର: ରାଜ୍ୟରେ ଥିବା ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯିବ । ଏନେଇ ବୁଧବାର ସ୍ୱାସ୍ଥ୍ୟ ବିଭାଗ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିସନରଙ୍କୁ ଚିଠି ଲେଖି ଅବଗତ କରାଇଛି । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ…

ଆଇସିସି ଟେଷ୍ଟ ରାଙ୍କିଙ୍ଗ ପ୍ରକାଶ ପାଇଲା

ଦୁବାଇ: ପ୍ରକାଶ ପାଇଲା ଆଇସିସି ଟେଷ୍ଟ ରାଙ୍କିଙ୍ଗ ।  ଆଇସିସି ଟେଷ୍ଟ ରାଙ୍କିଙ୍ଗିରେ ଇଂଲଣ୍ଡର ବେନ ଷ୍ଟୋକ୍ସଙ୍କୁ ପଛରେ ପକାଇ ରବୀନ୍ଦ୍ର ଜାଡେଜା ଅଲରାଉଣ୍ଡର ତାଲିକାର ୨ନଂ ସ୍ଥାନ ଅଧିକାର କରିଛନ୍ତି । ଜାଡେଜା ୩୮୬ ପଏଣ୍ଟ ହାସଲ କରିଥିବା ବେଳେ ଷ୍ଟୋକ୍ସ ୩୮୫ ପଏଣ୍ଟ ସହ ତୃତୀୟ ସ୍ଥାନରେ…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି।  ଭର୍ଚୁଆଲ ମାଧ୍ୟମରେ ହୋଇଥିବା ଏହି କ୍ୟାବିନେଟ ବୈଠକରେ ଅର୍ଥ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ସାଧାରଣ ପ୍ରଶାସନ, ଗୃହ ଓ ନଗର ଉନ୍ନୟନ ଓ ପୂର୍ତ୍ତ ବିଭାଗର ମୋଟ ୧୧ଟି…

ଆଜି ଓଡିଶାରୁ ୮୦୩୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରୁ ଆଜି କରୋନା ମହାମାରୀରୁ ୮୦୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୮୧ ଜଣ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା…

ମୁଖ୍ୟମନ୍ତ୍ରୀ ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ

କଟକ: ଦୂର ହେବ ଅକ୍ସିଜେନର ଅଭାବ । ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟର ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ । ଭିଡ଼ିଓ କନଫରେନସିଙ୍ଗ ଜରିଆରେ ଏହାକୁ ଉଦଘାଟନ କରାଯାଇଛି । ଏଥିପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ…

ଆସୁଛି ଆଉ ଏକ ଲଘୁଚାପ, ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍ କମିଶନରଙ୍କୁ ଏସ୍ଆରସିଙ୍କ ଚିଠି

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ସତର୍କ କରାଇଛନ୍ତି । ତେବେ ଏହାକୁ ନଜର ରଖି ରାଜ୍ୟର ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍‌ କମିଶନରଙ୍କୁ…

ଆଇପିଏସ୍ ସ୍ତରରେ ଅଦଳବଦଳ: ଦୀପ୍ତେଶ କୁମାର ଜେଲ ଆଇଜି ହେଲେ

ଭୁବନେଶ୍ୱର: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି । ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଆଇପିଏସ୍ ଅଧିକାରୀ ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ ବିଭାଗ ଆଇଜି ପଦରେ ନିଯୁକ୍ତି ମିଳିଛି । ନରସିଂହ ଭୋଳଙ୍କୁ କେନ୍ଦ୍ରାଂଚଳ ଆଇଜି ଭାବେ ଅବସ୍ଥାପିତ…

ବିଏମସି ପକ୍ଷରୁ ଆଉ ୩ଟି ସ୍ୱତନ୍ତ୍ର ଡ୍ରାଇଭ ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ଵରରେ ଟିକାକରଣ ପ୍ରକ୍ରିୟାକୁ ଜୋରଦାର କରାଯାଉଛି । ତେବେ ଟିକାକରଣରେ ଲୋକ ସଂଖ୍ୟା ବୃଦ୍ଧିକୁ ନଜର ରଖି ବିଏମସି ଆଉ ୩ଟି ସ୍ୱତନ୍ତ୍ର ଡ୍ରାଇଭ ବ୍ୟବସ୍ଥା କରିଛନ୍ତି । ସେଗୁଡିକ ହେଲା- କେନ୍ଦ୍ରୀୟ ବିଦ୍ୟାଳୟ ନମ୍ବର-୬,ସିଲିକନ ଇନଷ୍ଟିଚ୍ୟୁଟ ଅଫ୍…

କ୍ୟାପିଟାଲ ହସ୍ପିଟାଲରେ ଇକମୋ ମେସିନ୍ ଲାଗିବ

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଲାଗିବ ଜୀବନ ରକ୍ଷାକାରୀ ଇକ୍‌ମୋ ମେସିନ୍‌। ସିଏସ୍‌ଆର୍‌ ପାଣ୍ଠି ଜରିଆରେ ଏହି ମେସିନ୍‌ ପ୍ରତିଷ୍ଠା କରାଯିବ। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି । ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏସ୍‌ସିବି ମେଡିକାଲ…
ବ୍ରେକିଂ