Daily Archives

June 18, 2021

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ: ୟୁନିଟ-୪ ମାଛ ମାର୍କେଟ୍‌ ଓ ବାପୁଜୀ ନଗର ମାର୍କେଟ ସିଲ

ଭୁବନେଶ୍ୱର:  କରୋନା କଟକଣା ଉଲ୍ଲଂଘନ ଅଭିଯୋଗରେ ୟୁନିଟ୍‌-୪ ଆମିଷ ମାର୍କେଟ୍‌ ସିଲ କରାଯାଇଛି ।  ବିଏମସିର ଏନଫୋର୍ସମେଣ୍ଟ ଟିମ ଆଜି ୟୁନିଟ-୪ସ୍ଥିତ ଆମିଷ ବଜାରକୁ ସିଲ କରିଛନ୍ତି । ଆଗାମୀ ୨୫ ତାରିଖ ଯାଏଁ ଏହି ଆମିଷ ବଜାର ବନ୍ଦ ରହିବ । ସେହିପରି କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ…

ଭୁବନେଶ୍ୱରର ସରକାରୀ କର୍ମଚାରୀଙ୍କ ପାଇଁ ଟିକା ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱରରେ କାମ କରୁଥିବା ସରକାରୀ କର୍ମଚାରୀଙ୍କ ପାଇଁ କରୋନା ଟିକା ନେବା ବାଧ୍ୟତାମୂଳକ କରିଛନ୍ତି ସରକାର । ଏ ନେଇ ସମସ୍ତ ବିଭାଗର ମୁଖ୍ୟଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା ।  ଭୁବନେଶ୍ୱରର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ…

ଲଞ୍ଚ ପାଇଁ ପ୍ରସ୍ତୁତ କରନ୍ତୁ ସିଝା ମାଛ ମସଲା

ଆବଶ୍ୟକ ସାମଗ୍ରୀ- ମାଛ, ଲୁଣ, ସୋରିଷ ତେଲ, ଲଙ୍କା ପାଉଡର, ହଳଦୀ ପାଉଡର, ଧନିଆ ପାଉଡର, ଗରମ ମସଲା, କଂଚା ଲଙ୍କା, ଶୁଖିଲା ଲଙ୍କା, ଭ୍ରୁସଙ୍ଗ ପତ୍ର, ଧନିଆ ପତ୍ର, ପିଆଜ, ରସୁଣ, ଅଦା, ଦହି, ଜିରା, ଟମାଟୋ  । ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ମାଛକୁ ଧୋଇ ସେଥିରେ ଲୁଣ…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୪୩ ସଂକ୍ରମିତ ଚିହ୍ନଟ, ୬୧୫ ସୁସ୍ଥ

ଭୁବନେଶ୍ୱର : ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ମହାନଗର ନୀଗମରେ ୪୪୩ ନୁଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ 88 ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୮୬,୦୭୦…

ତିର୍ତ୍ତୋଲ ଥାନା ଏସଆଇ ନିଲମ୍ବିତ

ଜଗତସିଂହପୁର : ଜଗତସିଂହପୁର ତିର୍ତ୍ତୋଲ ଥାନା ଏସଆଇଙ୍କୁ ନିଲମ୍ବିତ କରାଯାଇଛି । ଏସଆଇ ଅନିରୁଦ୍ଧ ନାଏକଙ୍କୁ ନିଲମ୍ବିତ କରିଛନ୍ତି ଏସପି । ନୂଆଗାଁର ରଶ୍ମିକାନ୍ତ ସାହୁଙ୍କୁ ମାଡ ମାରିବା ଘଟଣାରେ ଏସଆଇଙ୍କୁ ନିଲମ୍ବିତ କରାଯାଇଛି । ତେବେ ଗତ ୧୨ ତାରିଖରେ ଜମିବାଡି ବିବାଦ ନେଇ ଥାନାକୁ…

ବର୍ଷା ପାଇଁ ଭାରତ-ନ୍ୟୁଜିଲାଣ୍ଡ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ବାତିଲ୍

ସାଉଥହାମ୍ପଟନ: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ୍ ଚାମ୍ପିଅନସିପର ଫାଇନାଲ ଆଗରେ ବର୍ଷା ଏକ ବଡ଼ ପ୍ରତିବନ୍ଧକ ଭାବେ ଦେଖାଦେଇଛି । ପ୍ରବଳ ବର୍ଷା ଯୋଗୁଁ ପ୍ରଥମ ଦିନର ଖେଳକୁ ବାତିଲ କରାଯାଇଛି । ଆସନ୍ତା କାଲି ପାଗ ଭଲ ରହିଲେ ଟସ ପଡ଼ି ଖେଳ ଆରମ୍ଭ ହେବ । କିନ୍ତୁ…

ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର:  କୋଭିଡ ସଂକ୍ରମଣର ଚେନକୁ ଭାଙ୍ଗିବା ଲାଗି ରେଳ ବିଭାଗର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ସଂକ୍ରମଣକୁ ରୋକିବା ଲାଗି ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କିଛି ଟ୍ରେନକୁ ବାତିଲ କରାଯାଇଥିବା ବେଳେ, ଆଉ କିଛି ଟ୍ରେନକୁ ଆାଂଶିକ ବାତିଲ ପାଇଁ ନିଷ୍ପତ୍ତି ନେଇଛି ରେଳ ବିଭାଗ । ଜୁନ…

ହାଇକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା

କେନ୍ଦ୍ରାପଡା: ହାଇକୋର୍ଟରେ କେନ୍ଦ୍ରାପଡା ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା। ଶ୍ରୀ ବଳଦେବଜୀଉଙ୍କ ୫ ଜଣ ସେବାୟତଙ୍କ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ଦାୟର ହୋଇଛି। କୋଭିଡ୍‌ କଟକଣା ଭିତରେ ସେବାୟତଙ୍କୁ ନେଇ ରଥଯାତ୍ରା କରିବା ପାଇଁ ଅନୁମତି ଦେବାକୁ ପ୍ରାର୍ଥନା କରିଛନ୍ତି ସେବାୟତ।…

ଆଜି ଓଡିଶାରୁ ୬ ହଜାର ୨୫୨ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର: ଓଡିଶାରେ ଖସୁଛି କରୋନା ଗ୍ରାଫ। ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସଂଖ୍ୟକ ସୁସ୍ଥ ହେଉଛନ୍ତି। ଆଜି ରାଜ୍ୟରେ ଆଉ ୬ ହଜାର ୨୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୨୯ ହଜାର ୮୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ଦିଲ୍ଲୀପ ତିର୍କୀଙ୍କୁ ଓଡ଼ିଶା ଆଡହକ୍ କମିଟିର ଚେୟାରମ୍ୟାନ୍ ଦାୟିତ୍ଵ

ଭୁବନେଶ୍ୱର: ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀଙ୍କୁ  ଓଡ଼ିଶା ଆଡହକ୍ କମିଟିର ଚେୟାରମ୍ୟାନ୍ ଭାବେ ନିଯୁକ୍ତ କରିଛି ହକି ଇଣ୍ଡିଆ। କିଛି ଦିନ ପୂର୍ବରୁ ହକି ଇଣ୍ଡିଆ ଭୋଳାନାଥ ସିଂହଙ୍କୁ ଅଧ୍ୟକ୍ଷ ପଦରେ ନିଯୁକ୍ତି ଦେଇଥିଲେ। କିନ୍ତୁ ଏହାକୁ ନେଇ ବିବାଦ…
ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ