Daily Archives

June 19, 2021

ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର:  ଓଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ…

ଆଜି କଟକ ମହାନଗରରୁ ୧୦୩ କରୋନା ସଂକ୍ରମିତ ଚିହ୍ନଟ, ୧୭୧ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୧୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ୱେରାଣ୍ଟିନରୁ ଓ ୨୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୮୨୮ ରେ ପହଞ୍ଚିଛି…

ରବିବାର ରାଜ୍ୟ ଜନଜାତି ସଂଗ୍ରହାଳୟରେ ଭର୍ଚୁଆଲ ଟୁରରେ ଜୁଆଙ୍ଗ ଘର ଦର୍ଶକ ଦେଖିପାରିବେ

ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣ ଭୟଙ୍କର ରୂପ ନେଇଛି । ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଏସ୍‌ସିଏସ୍‌ଟିଆର୍‌ଟିଆଇ ପରିସରରେ ଥିବା ଜନଜାତି ସଂଗ୍ରହାଳୟ ପର୍ଯ୍ୟଟକମାନଙ୍କ ନିମନ୍ତେ ବନ୍ଦ ରହିଛି । ବିଭାଗ ପକ୍ଷରୁ ଭର୍ଚୁଆଲ ମୋଡ୍‌ରେ…

ସଂଜୟ ଦାସବର୍ମାଙ୍କ ଦ୍ୱାରା ବ୍ରହ୍ମଗିରିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ନିର୍ମାଣାଧୀନ ସିପସରୁବାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଗ୍ରଗତି ସଂପର୍କରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମା ସମୀକ୍ଷା କରିଛନ୍ତି । ୪ କୋଟି ୩୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପ୍ରସ୍ତାବିତ ଏହି ଆଦର୍ଶ ବିଦ୍ୟାଳୟର…

ଆଜି ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ, ୭୧୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ବଢୁଛି ସୁସ୍ଥଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୩୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । Update on newly…

ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ଯାଏଁ ଗଡିବ ୨୬ଟି ଦୂରଗାମୀ ଟ୍ରେନ

 ଭୁବନେଶ୍ୱର: ରଥଯାତ୍ରାରେ ଟ୍ରେନ ଚଳାଚଳ ଉପରେ କଟକଣା ଲଗାଇଲା ରେଳବାଇ । କୋଭିଡ ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେଇଛଇ ରେଳ ବିଭାଗ । ମହାମାରୀ କରୋନାକୁ ଚେକ୍ ଦେବା ପାଇଁ ରଥ ଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ଚଳାଚଳ ଉପରେ ପ୍ରତବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ରେଳବାଇ ।…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

 ଭବାନୀପାଟଣା: ଭର୍ଚୁଆଲ ମାଧ୍ୟମରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ଟି ICU ଓ ୧୬ଟି HDU…

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ବିରାଟ

 ସାଉଥଆମ୍ପଟନ: ସାଉଥଆମ୍ପଟନ ଚାଲିଥିବା ଆଇସିସି ବିଶ୍ୱ କ୍ରିକେଟ ଚମ୍ପିଆନସିପର ଫାଇନାଲ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ରେକର୍ଡ ଭାଙ୍ଗିଛନ୍ତି। ଭାରତ ପକ୍ଷରୁ ଟେଷ୍ଟ କ୍ରିକେଟରେ ସର୍ବାଧିକ ମ୍ୟାଚରେ ଅଧିନାୟକ ହେବାରେ…

ଆସାମରେ ଦୁଇରୁ ଅଧିକ ପିଲା ଥିଲେ ସରକାରୀ ଯୋଜନାରେ ଲାଭ ମିଳିବ ନାହିଁ

ଗୌହାଟି : ଦୁଇରୁ ଅଧିକ ଛୁଆ ହେଲେ ମିଳିବନି ସରକାରୀ ଯୋଜନାର ଲାଭ। ଏହି ଘୋଷଣା କରିଛନ୍ତି ଆସାମ ସରକାର। ଆସାମରେ ଦୁଇରୁ ଅଧିକ ପିଲାଙ୍କ ବାପା-ମାଙ୍କୁ ସରକାରୀ ଯୋଜନାର ଲାଭ ମିଳିବ ନାହିଁ। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ଶର୍ମା ଶନିବାର ଘୋଷଣା କରି କହିଛନ୍ତି, ଆସାମ ସରକାର ରାଜ୍ୟରେ ଯୋଜନାର…

ଆଜି ଓଡିଶାରୁ ୫୨୮୧ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨୮୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ମୋଟ ୮ ଲକ୍ଷ ୩୫ ହଜାର ୧୩୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
ବ୍ରେକିଂ