Daily Archives

June 20, 2021

ରାଜ୍ୟରେ ଆସନ୍ତାକାଲିଠୁ କ୍ୟାମ୍ପେନ ମୋଡରେ ଟିକାକରଣ

ଭୁବନେଶ୍ଵର:  କୋଭିଡ ଟୀକାକରଣ ଡ୍ରାଇଭକୁ ତ୍ୱରାନ୍ୱିତ କରିବା ପାଇଁ ଓଡିଶା ସରକାର ଆସନ୍ତାକାଲିଠାରୁ ସାରା ରାଜ୍ୟରେ କ୍ୟାମ୍ପେନ ମୋଡରେ ଟିକାକରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସାରା ରାଜ୍ୟରେ କ୍ୟାମ୍ପେନ ମୋଡରେ ଟିକାକରଣ ହେବ। ଏନେଇ ସବୁ…

ଅନାଥ ଶିଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଆଶୀର୍ବାଦ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର  : ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା ,ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲା ମାନଙ୍କ ଶିଷା ଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଆଶୀର୍ବାଦ ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ ଯୋଗ୍ୟ…

ଚୋରା ଚାଲଣ ବେଳେ ୯୨ କିଲୋ ଗଞ୍ଜେଇ ଜବତ, ୩ ଗିରଫ

ସେମିଲିଗୁଡା : କୋରାପୁଟ ଜିଲ୍ଲା ପାଡୁଆ ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି  । ଚୋରା ଚାଲଣ ବେଳେ ନନ୍ଦପୁର ପୋଲିସ ଗଞ୍ଜେଇ ଜବତ କରିଛି  । ୪ ଟି ବସ୍ତାରେ ୯୨ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ଏକ  ମାରୁତି ଆଲ୍ଟୋ କାର, ୪ ଟି…

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର:  କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଶେଷକୃତ୍ୟ ସତ୍ୟ ନଗର ଶ୍ମଶାନରେ ସମ୍ପନ୍ନ ହୋଇଛି  ।  ତପୁଙ୍କ ସ୍ୱାମୀ ଦୀପକ ପୂଜାରୀ  ମୁଖାଗ୍ନି ଦେଇଛନ୍ତି  ।  ଅଭିନେତ୍ରୀ ତଥା ବିଜେଡି ନେତ୍ରୀ ଏଲିନା ଦାସ, ଉଷସୀ ମିଶ୍ର, ସୋଫିଆ ଆଲାମ, ରାଖି, ଅଭିନେତା ବୁଲୁ ପ୍ରମୁଖ ତପୁଙ୍କ ଶେଷଦର୍ଶନ…

ହାତୀ ଆକ୍ରମଣରେ ଶ୍ରମିକ ମୃତ, ୨ ଆହତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଢାଖୋଲ ରେଞ୍ଜ ଅଧିନସ୍ଥ ଲୁହାପଙ୍କ ପଂଚାୟତର ଗାଡୁମୁଣ୍ଡା ଗ୍ରାମରେ ହାତୀ ଆତଙ୍କ । ଏକ କେନ୍ଦୁ ପତ୍ର ଫଡିରେ ହାତୀ ଆକ୍ରମଣ କରିବା ଫଳରେ ଜଣେ ପତ୍ର ବନ୍ଧାଳିର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ  ବୁର୍ଲା ଭିମସାରରେ ଭର୍ତ୍ତି…

୮୧  ଦିନ ପରେ ଦେଶରେ ୬୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ :  ୮୧  ଦିନ ପରେ ଦେଶରେ ୬୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ  ରେକର୍ଡ କରାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ,…

ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସୁନାହିଁ । ଗତ ୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୫୯୦କୁ ବୃଦ୍ଧି ପାଇଛି । କଟକ ଓ ବରଗଡ଼ରୁ ସର୍ବାଧିକ ୫…

ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ମୃତ, ମହିଳା ଗୁରୁତର

କଟକ: କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଫୁଟ୍‌ପାଥ୍‌ରେ ଶୋଇଥିବା ବେଳେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେଏସସିବିରେ ଭର୍ତ୍ତି କରାଯାଇଛି…

ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍‌ ପାସ୍ ହାର ୯୦%ରୁ ଅଧିକ ହେବ: CHSE ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର: ଯୁକ୍ତ ଦୁଇର ବିକଳ୍ପ ମୂଲ୍ୟାୟନ ପଦ୍ଧତି ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ପ୍ରତିକ୍ରିୟା ଦେଇଛନ୍ତି । ବିକଳ୍ପ ପଦ୍ଧତିରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନେ ଦଶମ ଶ୍ରେଣୀ ଠାରୁ ଅଧିକ ମାର୍କ ରଖିବେ। ଏକ୍ସ ରେଗୁଲାର ପାସ୍ ହାର ମଧ୍ୟ ବିଗତ…

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର  : ରାଜ୍ୟର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର ପରଲୋକ ହୋଇଛି। କରୋନାରୁ ଭଲ ହୋଇଥିଲେ ବି ଏହା ପରବର୍ତ୍ତୀ ଜଟିଳତାର ଶିକାର ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତଙ୍କର ମୃତ୍ୟୁ ହୋଇଛି। କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ…
ବ୍ରେକିଂ