Daily Archives

June 30, 2021

ଆସନ୍ତାକାଲି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର :  ଆସନ୍ତା କାଲି ରାଜ୍ୟର ୧୬ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ଅନୁଗୋଳ, ବଲାଙ୍ଗୀର, ବାଲେଶ୍ଵର, ବରଗଡ, ଭଦ୍ରକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା, କୋରାପୁଟ, ନବରଙ୍ଗପୁର, ସୋନପୁର ଏବଂ ସୁନ୍ଦରଗଡରେ ଆସନ୍ତାକାଲି ଟିକାକରଣ ବନ୍ଦ…

ସିକନ୍ଦରାବାଦ୍-ଅଗରତାଲା ବିଶେଷ ଟ୍ରେନ ସେବା ଆଉ ଦୁଇ ସପ୍ତାହ ପାଇଁ ବୃଦ୍ଧି 

ଭୁବନେଶ୍ଵର :  ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ହାଓଡ଼ା-ଚେନ୍ନାଇ ଓ ହାଓଡ଼ା-ସତ୍ୟସାଇ ପ୍ରଶାନ୍ତି ନିଳୟମ ବିଶେଷ ଟ୍ରେନ ଚଳାଚଳକୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଏବଂ ସିକନ୍ଦରାବାଦ୍-ଅଗରତାଲା ବିଶେଷ ଟ୍ରେନ ସେବାକୁ ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଚଳାଚଳ…

ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ‘ଶ୍ରୀଜଗନ୍ନାଥ ଓ ରଥଯାତ୍ରା’ ଶୀର୍ଷକ ଚିତ୍ରକଳା ଶିବିର ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଭର୍ଚୁଆଲ ମାଧ୍ୟମରେ ‘ଶ୍ରୀଜଗନ୍ନାଥ ଓ ରଥଯାତ୍ରା’ ଶୀର୍ଷକ ଏକ ସ୍ୱତନ୍ତ୍ର ରାଜ୍ୟସ୍ତରୀୟ ଚିତ୍ରକଳା ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି ଶିବିର ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ ଓ ଅଂଶଗ୍ରହଣ କରିଥିବା ଶିଳ୍ପୀମାନେ ନିଜ ନିଜ ଘରେ ରହି ଚିତ୍ର…

ଅସିତ୍ ପାଣିଗ୍ରାହୀ ଭିଜିଲାନ୍ସ ବିଭାଗ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର : ୧୯୯୭ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ ଅସିତ୍ ପାଣିଗ୍ରାହୀ ବୁଧବାର ଭିଜିଲାନ୍ସ ବିଭାଗ ଆଇଜି ଭାବେ ଭିଜିଲାନ୍ସ ନିର୍ଦ୍ଦେଶାଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଅସିତ୍ ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ ପୋଲିସ ମୁଖ୍ୟାଳୟ, କ୍ରାଇମବ୍ରାଂଚ ଓ ପୂର୍ବାଂଚଳ…

ଯୋଜନାବଦ୍ଧ ପଦକ୍ଷେପ ଦ୍ୱାରା ସାମଗ୍ରିକ ବିକାଶ ସମ୍ଭବପର: ତୁଷାରକାନ୍ତି ବେହେରା

ଭୁବନେଶ୍ୱର :  ସିଆଇଆଇ ପକ୍ଷରୁ ବିଶ୍ୱ ମହାମାରୀ ପରବର୍ତ୍ତୀ ସମୟରେ ପୁନର୍ଗଠନ ଏବଂ ପୁନରୁତ୍ଥାନ ସଂପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ କୋଭିଡ୍‌ ମହାମାରୀ ଯୋଗୁଁ ସ୍ୱାସ୍ଥ୍ୟ, ଶିକ୍ଷା, ବ୍ୟବସାୟ, ବାଣିଜ୍ୟ, ଅର୍ଥନୀତି, ଗମନାଗମନ…

ଜାତୀୟ ଡାକ୍ତର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଡାକ୍ତରମାନଙ୍କୁ ସମ୍ବୋଧିତ କରିବେ

ନୂଆଦିଲ୍ଲୀ :  ଆସନ୍ତାକାଲି  ଅପରାହ୍ନ ୩ ଟା ସମୟରେ ଜାତୀୟ ଡାକ୍ତର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକ୍ତରମାନଙ୍କୁ ସମ୍ବୋଧିତ କରିବେ । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କୋଭିଡ ବିରୋଧୀ ଲଢେଇରେ ସମସ୍ତ ଡାକ୍ତରଙ୍କ ଉଦ୍ୟମ ପାଇଁ ଭାରତ ଗର୍ବିତ । …

ଓଡ଼ିଶାର ମନ୍ଦିର ସ୍ଥାପତ୍ୟ କଳା ଉପରେ ଅଧିକ ଗବେଷଣା ଲୋଡ଼ା: ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଓଡ଼ିଶାର ମନ୍ଦିର ଶିଳ୍ପ କଳା ଅନନ୍ୟ । ଏହା କେବଳ ଆଧ୍ୟାତ୍ମିକ କ୍ଷେତ୍ରରେ ମାନବସମାଜକୁ ମାର୍ଗଦର୍ଶନ ଦେଇନାହିଁ, ବରଂ ସାମାଜିକ ସମରସତା, ରାଜ୍ୟ ଶାସନ ପଦ୍ଧତି, ଉତ୍କୃଷ୍ଟ ବିଜ୍ଞାନ ଓ କାରିଗରୀ କୌଶଳ, ପରିବେଶ ସୁରକ୍ଷା, ପ୍ରଜାନୁରଞ୍ଜକ ଶାସକଙ୍କ ଜନମଙ୍ଗଳ କାର୍ଯ୍ୟ,…

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା

  ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର  କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ଯେକ ଭୂମିହୀନ ଚାଷୀ କାଳିଆ ଯୋଜନାର…

ଦୁଇଟି ସ୍ପେଶାଲ ଟ୍ରେନର ମାର୍ଗ ପରିବର୍ତ୍ତନ

ଭୁବନେଶର: ଦକ୍ଷିଣ କେନ୍ଦ୍ରୀୟ ରେଳପଥ ବିଜୟୱାଡା ରେଳମଣ୍ଡଳରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ନିମ୍ନ ପ୍ରଦତ୍ତ ଟ୍ରେନଗୁଡିକ ନିମ୍ନଲିଖିତ ଅନୁଯାୟୀ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବ । ବଲବ 1 ଏବଂ ବଲବ 2 ଲାଇନ୍ ସହିତ ନୂତନ ବଲବ ଲାଇନ୍ ସଂଯୋଗର…

ଆଜି ଓଡିଶାରୁ ୩ ହଜାର ୨୩୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଧିରେ ଧିରେ ତଳ ମୁହାଁ ହେଉଛି କୋରାନା ଗ୍ରାଫ୍। ହେଲେ ବଢୁଛି ସୁସ୍ଥଙ୍କ ସଂଖ୍ୟା । ଆଜି ରାଜ୍ୟରୁ ଆଉ ୩ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । Another 3233 Covid patients…
ବ୍ରେକିଂ