Daily Archives

July 3, 2021

ଅନ୍ତର୍ଜାତୀୟ ସମବାୟ ଦିବସ ପାଳନ ଅବସରରେ ଜାତୀୟସ୍ତରୀୟ ୱେବିନାର

ଭୁବନେଶ୍ୱର:  କରୋନା ପ୍ରଭାବିତ ଅର୍ଥନୀତିକୁ ସଜାଡ଼ିବାକୁ ହେଲେ ସବୁବର୍ଗର ଲୋକଙ୍କ ସମ୍ମିଳିତ ପ୍ରୟାସ ଲୋଡ଼ା । କରୋନା ବିପତ୍ତିକୁ ଏକୁଟିଆ ମୁକାବିଲା କରାଯାଇପାରିବ ନାହିଁ । ସମବାୟର ନୀତି ଓ ଆଦର୍ଶରେ ପରିଚାଳିତ ହୋଇ ସମବେତ ପ୍ରଚେଷ୍ଟାରେ ପୁନର୍ଗଠନ କାର୍ଯ୍ୟକୁ ଆଗେଇ ନେବାକୁ ପଡ଼ିବ ବୋଲି…

କଟକ ମହାନଗରରୁ ୭୬ କରୋନା ସଂକ୍ରମିତ ଚିହ୍ନଟ, ୧୦୬ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ୱେରାଣ୍ଟିନରୁ ଓ ୨୮ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮,୨୪୯ ରେ ପହଞ୍ଚିଛି ।…

ଉତ୍ତମ ପୁନର୍ଗଠନ ପାଇଁ ସହଭାଗିତା ଗୁରୁତ୍ୱପୂର୍ଣ୍ଣ : ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଉତ୍ତମ ପୁନର୍ଗଠନ ପାଇଁ ସମବାୟ ମାଧ୍ୟମରେ ସହଭାଗିତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ  ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ଆଜି ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ୍‌ ଆନୁକୂଲ୍ୟରେ ୯୯ ତମ ଅନ୍ତର୍ଜାତୀୟ ସମବାୟ ଦିବସ ପାଳନ…

ତେଲ ଟ୍ୟାଙ୍କରରୁ ୩ କ୍ଵିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

ବ୍ରହ୍ମପୁର:  ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଆଜି ବଡ଼ ଧରଣର ଗଞ୍ଜେଇ ଚୋରାଚାଲାଣକୁ ଠାବ କରିଛି। ଏହି ଗଞ୍ଜେଇ ଚାଲାଣରେ ବ୍ୟବହୃତ ଏକ ତେଲ ଟ୍ୟାଙ୍କରକୁ ଜବତ କରିବା ସହ ଘଟଣାରେ ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ସେପଟେ ଘଟଣାସ୍ଥଳରୁ ଦୁଇଜଣ ଚମ୍ପଟ ମାରିଥିବା ପୋଲିସ ସୂତ୍ରରୁ…

ଆଜି ଭୁବନେଶ୍ବରରୁ ୨୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୭୨ସୁସ୍ଥ

ଭୁବନେଶ୍ବର  : ରାଜଧାନୀ ଭୁବନେଶ୍ବରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି  । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା …

ଆଜି ରାଜ୍ୟରୁ ୩ ହଜାର ୧୫୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୧୫୮  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସରିବାଧିକ ୫୧୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୮୪, ଯାଜପୁରରୁ ୩୩୨, ବାଲେଶ୍ବରରୁ ୧୭୪, ଭଦ୍ରକରୁ ୧୬୮,…

‘ସୃଜନୀ’ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାକୁ ପ୍ରସ୍ପୁଟିତ କରିବା ପାଇଁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ସମଗ୍ର ରାଜ୍ୟରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଗୁଡ଼ିକରେ ଅନ୍‌ଲାଇନ୍‌ ମାଧ୍ୟମରେ ବିଭିନ୍ନ…

ମହାପ୍ରଭୁଙ୍କ ତିନି ରଥ କେବଳ ସେବାୟତମାନେ ଟାଣିବେ

ପୁରୀ : କୋଭିଡ୍ କଟକଣା ମଧ୍ୟରେ ହେବ ଚଳିତ ବର୍ଷର ରଥଯାତ୍ରା । ଗତବର୍ଷ ଭଳି କେବଳ ସେବାୟତ ମାନେ ହିଁ ରଥ ଟାଣିବେ । ମନ୍ଦିର କିମ୍ବା ଜିଲ୍ଲା ପ୍ରଶାସନର ଅଧିକାରୀ ରଥ ଟାଣିବେ ନାହିଁ । ଏଥିପାଇଁ ପ୍ରଶାସନ ପକ୍ଷରୁ ସେମାନଙ୍କର ଟିକାକରଣ କରାଯିବା ସହିତ ସେମାନଙ୍କୁ ମାସ୍କ, ସାନିଟାଇଜର ଏବଂ…

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ ଟୁର, ସାନ୍ତାଳଘର ପ୍ରଦର୍ଶନ

ଭୁବନେଶ୍ୱର : କରୋନା ସଂକ୍ରମଣ ଯୋଗୁଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକମାନଙ୍କ ନିମନ୍ତେ ବନ୍ଦ ରହିଛି । ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି । ରବିବାର ଅର୍ଥାତ ଜୁଲାଇ ୪ ତାରିଖ ଦିନ…

ରାଜ୍ୟରେ ବର୍ତ୍ତମାନ ଗର୍ଭବତୀଙ୍କୁ କରୋନା ଟିକା ଦିଆଯିବନି

ଭୁବନେଶ୍ୱର: ଗର୍ଭବତୀଙ୍କୁ କରୋନା ଟିକା ଦେବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ମାର୍ଗଦର୍ଶିକା ପ୍ରସଙ୍ଗରେ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନର ଓ ସିଡିଏମଓଙ୍କୁ ଚିଠି ଲେଖିଛନ୍ତି  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର…
ବ୍ରେକିଂ