Daily Archives

July 10, 2021

ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ ଟୁର, ଡଙ୍ଗରିଆ କନ୍ଧଙ୍କ ସମ୍ପର୍କରେ ଜାଣିପାରିବେ ଦର୍ଶକ

ଭୁବନେଶ୍ୱର:  କରୋନା ସଂକ୍ରମଣ ଯୋଗୁଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକମାନଙ୍କ ନିମନ୍ତେ ବନ୍ଦ ରହିଛି । ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି । ଜୁଲାଇ ୧୧ ତାରିଖ ଦିନ…

ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ‘ଶ୍ରୀଗୁଣ୍ଡିଚା’ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ନିକଟରେ ୧୦୦ ଜଣ ଶିଳ୍ପୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଥିବା ‘ଶ୍ରୀଜଗନ୍ନାଥ ଓ ରଥଯାତ୍ରା’ ଶୀର୍ଷକ ଚିତ୍ରକଳା ଶିବିରର କଳାକୃତିଗୁଡ଼ିକୁ ନେଇ ବୁଦ୍ଧ ଆର୍ଟ…

କଟକ ମହାନଗରରୁ ୧୨୩ କରୋନା ସଂକ୍ରମିତ ଚିହ୍ନଟ, ୧୧୧ ସୁସ୍ଥ

କଟକ: କଟକରେ ପୁଣି ଉପର ମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗରରୁ ଆଜି ୧୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱେରାଣ୍ଟିନରୁ ଓ ୩୧ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ…

ଖରିଫର ଧାନସଂଗ୍ରହ ନିମନ୍ତେ ଜୁଲାଇ ୧୫ରୁ ଚାଷୀମାନଙ୍କ ନାମ ପଂଜୀକରଣ ଆରମ୍ଭ

ଭୁବନେଶ୍ୱର:  ଚଳିତ ଖରିଫରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନସଂଗ୍ରହ ନିମନ୍ତେ ଅନ୍‌ଲାଇନ୍‌ ମାଧ୍ୟମରେ ଚାଷୀମାନଙ୍କର ନାମ ପଂଜୀକରଣ କାର୍ଯ୍ୟ ଜୁଲାଇ ୧୫ ତାରିଖରୁ ଆରମ୍ଭ ହେବ । ଏହା ଅଗଷ୍ଟ ମାସ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଖରିଫ ଧାନ ବିକି୍ର ନିମନ୍ତେ ଇଚ୍ଛୁକ ସମସ୍ତ…

ଜୁଲାଇ ୧୮ରୁ ଭାରତ-ଶ୍ରୀଲଙ୍କା ସିରିଜ

କଲମ୍ବୋ:  ଭାରତ-ଶ୍ରୀଲଙ୍କା ସିରିଜ ଜୁଲାଇ ୧୮ରୁ ଆରମ୍ଭ ହେବ । ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ , ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜୁଲାଇ ୧୩ରେ ଆରମ୍ଭ ହେବାର ଥିଲା । କିନ୍ତୁ  ଶ୍ରୀଲଙ୍କା ଦଳର ବ୍ୟାଟିଂ କୋଚ ଗ୍ରାଂଟ ଫ୍ଲାୱାର ଓ ଡାଟା ଆନାଲିଷ୍ଟ ଜିଟି ନିରୋଶାନ କରୋନା ପଜିଟିଭ ଚିହ୍ନଟ…

ଦିଲ୍ଲୀରୁ ୨୫୦୦ କୋଟି ଟଙ୍କାର ହେରୋଇନ୍ ଜବତ, ୪ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ମିଳିଛି ବଡ ଧରଣର ସଫଳତା । ଫରିଦାବାଦର ଏକ ଘରୁ ୩୫୪ କିଲୋ ହେରୋଇନ୍ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହାର ଆନୁମାନିକ ମୂଲ୍ୟ ୨୫୦୦ କୋଟି ଟଙ୍କାର ହେବ ବୋଲି ଜଣା ପଡିଛି । ଗିରଫ ଅଭିଯୁକ୍ତମାନେ ହେଲେ ଆଫଗାନିସ୍ତାନର ହାଜରତ…

ଆଜି ଭୁବନେଶ୍ୱରରୁ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୦ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିମଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ୨୪୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। Update on newly detected…

ଆଜି ଓଡିଶାରୁ ୩୧୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୩୧୨୦ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକରୁ ସର୍ବାଧିକ ୫୯୫ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ତା ପଛକୁ ଖୋର୍ଦ୍ଧାରୁ ୫୪୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ…

ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ ଅଭିଯୋଗ

ସଇଁତଲା : ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ । ବଲାଙ୍ଗୀର ଜିଲ୍ଲା ସଇଁତଲା ଡାକ୍ତରଖାନାରେ ଜଣେ ରୋଗୀ ଚିକିତ୍ସା  ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ଆସିଛି । ମୃତଙ୍କ ନାମ ଦୀର୍ଜୁ ଭୋଇ ବୋଲି ଜଣାପଡିଛି  । ଏଭଳି ନିନ୍ଦନୀୟ ଘଟଣାକୁ ନେଇ ଅଞ୍ଚଳରେ ତୀବ୍ର…

ରଥଯାତ୍ରା ପାଇଁ ପୁରୀ ସହରରେ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ

ପୁରୀ : କରୋନା କଟକଣା ମଧ୍ୟରେ ରଥାରୁଢ ହେବେ ମହାବାହୁ । ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା। ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟରେ ହୋଇଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳଙ୍କ ସହିତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ…
ବ୍ରେକିଂ