Daily Archives

July 11, 2021

ଆଶାକର୍ମୀ ନିଖୋଜ, ଥାନାରେ ଏତଲା

ପଡିଆ : ମାଲକାନଗିରି ଜିଲ୍ଲା ପଡିଆ ଥାନା ଅନ୍ତର୍ଗତ କତାଗୁଡା ଗ୍ରାମର ଜଣେ ଆଶାକର୍ମୀ ନିଖୋଜଥିବା ତାଙ୍କ ସ୍ବାମୀ ପଡିଆ ଥାନାରେ ଏତଲା ଦେଇଛନ୍ତି। ନିଖୋଜ ମହିଳା ସ୍ଵପ୍ନା ବାୟା ପଡିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ କତାଗୁଡା ଗ୍ରାମରେ ଆଶା କର୍ମୀ ଭାବେ କାର୍ଯ୍ୟରତ ଥିବା…

କର୍ଣ୍ଣାଟକର ୧୯ତମ ରାଜ୍ୟପାଳ ଭାବେ ଥାୱରଚାନ୍ଦ ଗେହଲଟ୍ ଶପଥ ନେଲେ

ବେଙ୍ଗାଲୁରୁ: କର୍ଣ୍ଣାଟକର ୧୯ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଥାୱରଚାନ୍ଦ ଗେହଲଟ୍ । ରବିବାର ଦିନ କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଅଭୟ ଶ୍ରୀନିବାସ ଓକା ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

ଘୋଷଯାତ୍ରା ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିମନ୍ତ୍ରଣ

ପୁରୀ : ରାତି ପାହିଲେ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା। ଆଜିଠୁ ଚଳଚଞ୍ଚଳ ହେଲାଣି ବଡଦାଣ୍ଡ। ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ଆଜି ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ ହୋଇଛି। ଯାହାପରେ ତିନି ରଥକୁ ସିଂହଦ୍ଵାର ସମ୍ମୁଖରେ ରଖାଯାଇଛି। ତେବେ ଆସନ୍ତାକାଲି ରଥରେ ମହାପ୍ରଭୁଙ୍କ…

ରାତି ପାହିଲେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା, ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ପୁରୀ : ରାତି ପାହିଲେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା । ଏନେଇ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ରଥଖଳାରୁ ତିନି ରଥ ଆସି ସିଂହଦ୍ଵାର ସମ୍ନାରେ ଲାଗିଛନ୍ତି । ରଥ ପ୍ରସ୍ତୁତ ଅଛି  । ପଥ ବି ପ୍ରସ୍ତୁତ ଅଛି । ଏବେ ଅପେକ୍ଷା କେବଳ ଲୀଳାମୟ…

ଆଜି ଓଡିଶାରୁ ୨୮୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୮୨୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକରୁ ସର୍ବାଧିକ ୩୯୮ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ତା ପଛକୁ ଖୋର୍ଦ୍ଧାରୁ ୩୯୬ ଜଣ ରୋଗୀ ସୁସ୍ଥ ହୋଇ ଘରକୁ…

ବଳଦେବଜିଉ ମନ୍ଦିର ଚାରିପାଖରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା: ବଳଦେବଜିଉ ମନ୍ଦିର ଚାରିପାଖରେ ଲାଗୁହେବ ୧୪୪ ଧାରା । ବଳଦେବଜିଉ ମନ୍ଦିର ଠାରୁ ମାଉସୀମା ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା । ଆଜି ରାତି ୯ଟାରୁ କାଲି ରାତି ୯ଟା ପର୍ଯ୍ୟନ୍ତ ଲାଗୁ । ରଥଯାତ୍ରା ପାଇଁ କେବଳ ମନ୍ଦିର ଭିତରେ ନୀତିକାନ୍ତି ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।…

ଜଳଜୀବନ ମିଶନ ପାଇଁ ଓଡ଼ିଶାକୁ ୩,୩୨୩ କୋଟି ଟଙ୍କାର ମଞ୍ଜୁର

ଭୁବନେଶ୍ୱର: ଜଳଜୀବନ ମିଶନ ମାଧ୍ୟମରେ ପ୍ରତ୍ୟେକ ପରିବାରକୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ । ଫଳରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଳ ଜୀବନ ମିଶନ ପାଇଁ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି। ଯାହାକି…

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଉପରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ଭୁବନେଶ୍ଵର : ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।  ସେ କହିଛନ୍ତି,  ଓଡିଶାର ପୁରୀରେ ଭଗବାନ ଜଗନ୍ନାଥଙ୍କ ପାରମ୍ପରିକ ରଥଯାତ୍ରା ସ୍ଥାନୀୟ ତଥା ସମ୍ପୂର୍ଣ୍ଣ ଭାରତବର୍ଷର ଭକ୍ତମାନଙ୍କ ନିମନ୍ତେ ଏକ ବହୁ ପ୍ରତିକ୍ଷୀତ ଓ ଆବେଗମୟ…

କଟକ ମହାନଗରରୁ ୮୦ କରୋନା ସଂକ୍ରମିତ ଚିହ୍ନଟ, ୮୬ ସୁସ୍ଥ

କଟକ: କଟକରେ ତଳ ମୁହାଁ ହେଉଛି ମହାମାରୀ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗରରୁ ଆଜି ୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩ ଜଣ କ୍ୱେରାଣ୍ଟିନରୁ ଓ ୨୭ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ…

ଆଜି ଭୁବନେଶ୍ୱରରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୯ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିମଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ୨୪୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। Update on newly detected…
ବ୍ରେକିଂ