Daily Archives

July 12, 2021

ରଥ ଯାତ୍ରା ପାଇଁ ଏକାଧିକ ସ୍ୱତନ୍ତ୍ର ଟ୍ରେନ୍ ବାତିଲ

ଭୁବନେଶ୍ଵର:  କୋଭିଡ଼-୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ପାଇଁ ଏବଂ ରଥ ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ଅନୁଯାୟୀ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। 15 ଜୁଲାଇରୁ 1 ଅଗଷ୍ଟ, 2021 ପର୍ଯ୍ୟନ୍ତ ବାତିଲ୍ ହେବାକୁ ଥିବା ଟ୍ରେନ  01. 08412/08411…

ରାଜ୍ୟରେ ଆଉ ୨୯୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୨୯୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୫ ହଜାର ୪୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ…

ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ଵର:  କୋଭିଡ କଟକଣା ମଧ୍ୟରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଶୃଙ୍ଖଳିତ ଭାବରେ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେବାୟତ, ଜନସାଧାରଣ, ପ୍ରଶାସନ ଓ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାବ୍ୟତୀତ ଶ୍ରୀମନ୍ଦିର ପ୍ରଶାସନ, ପୁରୀ…

ଆଜି ଭୁବନେଶ୍ବରରୁ ୨୭୧ କରୋନା ସଂକ୍ରମିତ ଚିହ୍ନଟ, ୨୮୩ ସୁସ୍ଥ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୦୩ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୯୭୮ କୁ ବୃଦ୍ଧି ପାଇଛି।…

ଚୋରି ଘଟଣାରେ ୬ ଗିରଫ, ସୁନା ଓ ମଟର ସାଇକେଲ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ପଡିଆ ଥାନା ଅଞ୍ଚଳରେ ଗତ ୧୦ ତାରିଖରେ ହୋଇଥିବା ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି। ଘଟଣାରେ ସମ୍ପୃକ୍ତ  ୮ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ଚୋରି ହୋଇଥିବା ସୁନା, ୧୭୦୦ ଟଙ୍କା ଏବଂ ମୋଟର ସାଇକେଲ ଜବତ…

ତେଲ ଟ୍ୟାଙ୍କରକୁ ପିଟିଲା ବାଇକ, ୨ ମୃତ

ଆଠଗଡ :  ଖୁଣ୍ଟୁଣୀ-ନରସିଂହପୁର ୬୫ ନଂ ରାଜ୍ୟ ରାଜପଥର କୁଲାଇଲୋ ଛକଠାରେ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ବାଇକ୍‌ ପେଟ୍ରୋଲ ଟ୍ୟାଙ୍କରକୁ ଧକ୍କା ଦେବା ଫଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେପଟେ ଦୁର୍ଘଟଣାସ୍ଥଳରେ ବାଇକ ଜଳିଗଲା ଯାଇଥିବା ଜଣାପଡିଛି । ପୋଲିସ…

ସେପ୍ଟେମ୍ବର ୧୨ ତାରିଖରେ NEET (UG)-୨୦୨୧

ନୂଆଦିଲ୍ଲୀ:  ସେପ୍ଟେମ୍ବର ୧୨ ତାରିଖରେ NEET (UG)-୨୦୨୧ ହେବ । କୋଭିଡ କଟକଣାରେ ସାରା ଦେଶରେ ପରୀକ୍ଷା ହେବ । ମଙ୍ଗଳବାର ଅପରାହ୍‌ଣ ୫ଟାରୁ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । NTA ୱେବସାଇଟ ଜରିଆରେ  ଛାତ୍ରଛାତ୍ରୀ ଆବେଦନ କରିବେ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତିନି ରଥ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତିନି ରଥ। ଅପରାହ୍ନ ୪.୩୦ରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚିଥିବା ବେଳେ ୫.୦୦ଟା ସମୟରେ ଭଉଣୀ ହଳଦୀମୁହିଁ ସୁଭଦ୍ରାଙ୍କ ରଥ ଦର୍ପଦଳନ ଓ ୫.୩୦ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋ‌ଷ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି।…

କନ୍ଧମାଳ-ବୌଦ୍ଧ ସୀମାରେ କମ୍ବିଂ ଅପରେସନ୍ ଜୋରଦାର, ବହୁ ମାଓ ସାମଗ୍ରୀ ଜବତ

ଫୁଲବାଣୀ:  କନ୍ଧମାଳ ବୌଦ୍ଧ- ସୀମାନ୍ତ ଗୋଛାପଡ଼ାଥାନା ଅନ୍ତର୍ଗତ ଉମା ଜଙ୍ଗଲରୁ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀମାନେ ୨ଟି ଦେଶୀ ବନ୍ଧୁକ ସହ ବହୁ ମାଓ ସାମଗ୍ରୀ ଜବତ କରିଛନ୍ତି । କନ୍ଧମାଳ ଏସପି ବିନିତ ଅଗ୍ରୱାଲ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ…

ମୁଖ୍ୟମନ୍ତ୍ରୀ ଟେଲିଭିଜନ ମାଧ୍ୟମରେ ରଥଯାତ୍ରା ଦେଖିଲେ

ଭୁବନେଶ୍ଵର:  ଘରେ ବସି ଟେଲିଭିଜନ ମାଧ୍ୟମରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦେଖି ହାତ ଯୋଡ଼ି ପ୍ରଣାମ ମଧ୍ୟ କରିଛନ୍ତି। ତାଙ୍କ ସାଙ୍ଗରେ ୫ଟି ସଚିବ ଭିକେ ପାଣ୍ଡିଆନ ବି ଉପସ୍ଥିତ ଥିଲେ । ପ୍ରତିବର୍ଷ ନବୀନ…
ବ୍ରେକିଂ