Daily Archives

July 16, 2021

ରାଜ୍ୟରେ ୨୪ ଘଣ୍ଟାରେ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ବରଗଡରୁ ୧୦, ବାଲେଶ୍ୱରରୁ ୮,…

ରାଜ୍ୟରେ ଆଜି ୨୦୭୦ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର:  ଗତ ୨୪ ଘଣ୍ଟା ମଧ୍ୟରେ  ରାଜ୍ୟରେ ୨୦୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୮୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଛିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ଏଯାଏ ସୁସ୍ଥ…

ଆଜି ପବିତ୍ର ହେରାପଞ୍ଚମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ରଥ ଭାଙ୍ଗିବେ ମାଆ ମହାଲକ୍ଷ୍ମୀ । ଗୁଣ୍ଡିଚାଘରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଗରେ ଭାଙ୍ଗିବେ ନନ୍ଦିଘୋଷ ରଥା । ରଥଯାତ୍ରା ଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ । ରଥଯାତ୍ରାରେ ଜଗନ୍ନାଥ ନିଜ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ:  ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ପାଇଛି। ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ଉଭୟ ଆତଙ୍କବାଦୀ ଲଶ୍କର-ଏ-ତାଇବା ସଂଗଠନର ଥିଲେ। ବର୍ତ୍ତମାନ ସେହି ଅଞ୍ଚଳରେ ସର୍ଚ୍ଚ…

ଓଡିଶା ସମେତ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ : କରୋନାର ସାମ୍ଭାବ୍ୟ ତୃତୀୟ ଲହରକୁ ନେଇ ଆଜି ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହେବ । ଓଡ଼ିଶା, ଆନ୍ଧ୍ରପ୍ରଦେଶ,…

ସାଲେପାଲି ପେକ୍‌ସ ସଂପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗିର :  ସାଲେପାଲି ପେକ୍‌ସ ସଂପାଦକ ମସୁତ୍ ମହମ୍ମଦଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ହୋଇଛି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ମସୁଦ ସୋନପୁର ଜିଲ୍ଲାର ତରଭାଥାନା ଅନ୍ତର୍ଗତ ଚାରଭଟା ଗାଁର…

ଶୁକ୍ରବାର ରାଶିଫଳ

ମେଷ: ଦୁଃସାହସିକ ପଦକ୍ଷେପ ନେଇ ସଫଳ ହେବେ । ଆହାର ବିହାର ନିୟମିତ ହେବ । ପାରସ୍ପରିକ ଉତ୍ତମ ବୁଝାମଣା, ଦୂର ଯାତ୍ରାରେ ସମ୍ମାନ, ପତିତ ଅର୍ଥ ଉଦ୍ଧାର, ସାମାଜିକ ଆଦୃତି ଓ ବନ୍ଧୁ ପରିଜନରୁ ସହଯୋଗ ପାଇବେ । ବୃଷ: ଘାତଚନ୍ଦ୍ର ସାରାଦିନ ଭୋଗ ହେବ । କର୍ମ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠା…
ବ୍ରେକିଂ