Daily Archives

October 11, 2021

କଟକରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଅଞ୍ଚଳରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୯ ଜଣ କ୍ବାରେଣ୍ଟାଇନରୁ ଓ ୯ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ସେହିପରି ଅନୁଷ୍ଠାନରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ…

ନାକଟିଦେଉଳ ଜଙ୍ଗଲରୁ ୫ ଶିକାରୀ ଗିରଫ, ବନ୍ଧୁକ ଜବତ

ନାକଟିଦେଉଳ: ନାକଟିଦେଉଳ ବନାଞ୍ଚଳରେ ଦିନକୁ ଦିନ ଶିକାରୀମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ବନ୍ୟଜନ୍ତୁମାନଙ୍କୁ ଶିକାର କରିବା ପାଇଁ ରାତିରେ ପଇଁତାରା ମାରୁଛନ୍ତି ଶିକାରୀଦଳ । ହେଲେ ବିଶେଷ ସୂତ୍ରରୁ ଖବର ପାଇ ନାକଟିଦେଉଳ ବନାଞ୍ଚଳ ଖୋଲଗଡ ସଂରକ୍ଷିତ ଜଙ୍ଗଲରୁ ୫ ଜଣ ଶିକାରୀ ଶିକାର…

ମା’ଶାରଳାଙ୍କ ପୀଠରେ ୧୪୪ଧାରା ଜାରି

ଜଗତସିଂହପୁର: ଆରମ୍ଭ ହୋଇଛି ପାର୍ବଣ ଋତୁ । ମା'ଜଗତଜନନୀ ଧରାପୃଷ୍ଠରେ ଅବତରଣ କରିଛନ୍ତି। ହେଲେ ଚଳିତ ବର୍ଷ କୋଭିଡ-୧୯ ଲାଗି ପୂର୍ବ ଥର ଭଳି ଚାରିଆଡ଼େ କଟକଣା ଲଗାଯାଇଛି । ମଙ୍ଗଳବାର ମା'ଙ୍କର ସପ୍ତମୀ ପୂଜା। ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା'ଶାରଳାଙ୍କ ପୀଠରେ…

ସମୁଦ୍ରରୁ ହରିଣ ଉଦ୍ଧାର

କୋଣାର୍କ: ସମୁଦ୍ର ଗର୍ଭକୁ ପଶିଗଲା ହରିଣ । ତେବେ ଏହା ଦେଖି ସେଠାରେ ମୁତୟନ ଥିବା ଲାଇଫ ଗାର୍ଡ ସାଙ୍ଗେ ସାଙ୍ଗେ ହରିଣଟିକୁ ସମୁଦ୍ର ମୁହାଁଣରୁ ଉଦ୍ଧାର କରିଥିଲେ । ପରେ ବନ ବିଭାଗକୁ ହସ୍ତାନ୍ତର କରିଥିବା ଜଣାପଡିଛି । ଖବରରୁ ପ୍ରକାଶ ଯେ ବାଲୁଖଣ୍ଡ ଅଭୟାରଣ୍ୟ ଜଂଗଲରୁ ଏକ ହରିଣ ସୋମବାର…

ନାରିନଙ୍କ ଘାତକ ବୋଲିଂରେ ଧରାଶାୟୀ ବାଙ୍ଗାଲୋର, କୋଲକାତାକୁ ଦେଲା ୧୩୯ ରନର ବିଜୟ ଲକ୍ଷ୍ୟ

ଶାରଜାହ: ଚଳିତ ଆଇପିଏଲ ୨୦୨୧ ଟୁର୍ଣ୍ଣାମେଣ୍ଟର ଏଲିମିନେଟର ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ବାଙ୍ଗାଲୋର  । ଫଳରେ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୧୩୮ ରନ୍‌…

ଭୁବନେଶ୍ୱରରୁ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୬୭ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ସ୍ଥିର ରହିଛି । ଆଜି ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।…

ଭୁବନେଶ୍ୱରରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଆତଙ୍କରାଜ । ଲୁଟତରାଜ ସହ ବାରମ୍ୱାର ଆକ୍ରମଣ ଭଳି ଘଟଣା ଦେଖିବାକୁ ମିଳିଛି । ତେବେ ଆଜି ସନ୍ଧ୍ୟା ସମୟରେ କଳିଙ୍ଗ ଷ୍ଟାଡ଼ିୟମ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି । ବାଇକ ଆରୋହୀ ଜଣେ…

ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ଅକ୍ଟୋବର ୧୨ ରୁ ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନଲାଇନ ମାଧ୍ୟମରେ ଫର୍ମ ପୂରଣ କରି ଆବେଦନ କରିପାରିବେ । ଏହାପରେ ଅକ୍ଟୋବର ୩୦ ରେ ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ । ଏହାପରେ ନଭେମ୍ବର ୧…

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ: ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ମୋଟଙ୍ଗାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣ ହେଲେ ସୁରଭି ଗ୍ରାମର ମଧୁସୂଦନ ସ୍ୱାଇଁ ବୋଲି ଜଣାପଡ଼ିଛି । ସୂଚନା ମୁତାବକ, ଢେଙ୍କାନାଳ ଜିଲାର ମୋଟଙ୍ଗା ଥାନା ଅନ୍ତର୍ଗତ ମଧୁସୂଦନ ସ୍ୱାଇଁ ପ୍ରାତଃ ସମୟରେ ନବ…

ଏଟିଏମ୍ ଗାଡିରୁ ଟଙ୍କା ଲୁଟ୍ ଘଟଣା: ୩ ଗିରଫ, କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଉଦ୍ଧାର

ଢେଙ୍କାନାଳ:  ଏଟିଏମ୍ ଭ୍ୟାନରୁ ଟଙ୍କା ଲୁଟ୍ ଫେରାର ବେଳେ ଧରାପଡ଼ିଲେ ୩ ଦୁର୍ବୃତ୍ତ । ଢେଙ୍କାନାଳ ସଦାଶିବପୁର ଭୋଜଦେଇପୁରରୁ ଅପରାଧୀଙ୍କୁ ପୋଲିସ ଧରିଲା । ଆଠଗଡ଼ ଖୁଣ୍ଟକଟା ନିକଟରେ ଭ୍ୟାନ୍ ଡ୍ରାଇଭର ଓ ଗାର୍ଡଙ୍କୁ ଭୁଜାଲିରେ ହାଣି ଟଙ୍କା ଲୁଟି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ ।  କିନ୍ତୁ…
ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ