କଟକ ମହାନଗରରୁ ଆଜି ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୫୩୨ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୨୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ କ୍ୱେରାଣ୍ଟିନରୁ ଓ ୮୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । 

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୨୬ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୫୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୨୯, ୨୪୮  ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୯୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୪,୦୮୭ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ