ଆଜି ଓଡିଶାରୁ ୨୨୧୦ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର:  ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୧୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୩୯ ହଜାର ୧୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୮୪ ଜଣ ରହିଛନ୍ତି ।

 

Leave A Reply

Your email address will not be published.

ବ୍ରେକିଂ