ଆଜି ଓଡିଶାରୁ ୨୨୪୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ସୁସ୍ଥ ହେଲେ ଆଉ ୨ ହଜାର ୨୪୮ ଜଣ କରୋନା ଆକ୍ରାନ୍ତ  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ  ବିଭାଗ ଟ୍ୱିଟ କରି ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୫୦, କଟକରୁ ୨୮୪ ସୁସ୍ଥ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯,୩୨,୬୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ସୁସ୍ଥ –

Leave A Reply

Your email address will not be published.

ବ୍ରେକିଂ