ରାଜ୍ୟରେ ୨୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୦ ହଜାର ୬୪୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୬୮ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଷ୍ଟେଟ ପୋଲରୁ ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ସୁସ୍ଥ –

Leave A Reply

Your email address will not be published.

ବ୍ରେକିଂ