ଆଜି ରାଜ୍ୟରେ ୨୬୪୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୮ ହଜାର ୦୪୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି ।

ଆଜି କଟକରୁ ସର୍ବାଧିକ ୪୪୨ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ  ୩୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ସୁସ୍ଥ –

Leave A Reply

Your email address will not be published.

ବ୍ରେକିଂ