ଆଜି ଓଡିଶାରୁ ୨୮୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୮୨୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକରୁ ସର୍ବାଧିକ ୩୯୮ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ତା ପଛକୁ ଖୋର୍ଦ୍ଧାରୁ ୩୯୬ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଷ୍ଟେଟ୍‌ ପୁଲରୁ ଆଜି ୬୯ ଜଣ ଆରୋଗ୍ୟ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୧୨୪୬୩ ହୋଇଛି।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ସୁସ୍ଥ-

Leave A Reply

Your email address will not be published.

ବ୍ରେକିଂ