ଆଜି ଓଡିଶାରୁ ୨ ହଜାର ୮୯୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୨ ହଜାର ୮୯୬ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କଟକରୁ ସର୍ବାଧିକ ୪୯୬ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି

ତେବେ ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରେ କେତେ ସୁସ୍ଥ

Leave A Reply

Your email address will not be published.

ବ୍ରେକିଂ