ଆଜି ଓଡିଶାରୁ ୨,୯୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ଆଜି ୨,୯୨୦ କରୋନାରୁ ସୁସ୍ଥ ହେଉଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୨୬ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଷ୍ଟେଟ ପୁଲରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯୦୦୨୮୨  ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ତେବେ ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରେ କେତେ ସୁସ୍ଥ –

Leave A Reply

Your email address will not be published.

ବ୍ରେକିଂ