ରାଜ୍ୟରେ ଆଉ ୨୯୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ୨୯୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୫ ହଜାର ୪୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ  ୨୪୫୬୭ ଆକ୍ଟିଭ୍‌ କେସ୍‌ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୬୪୧୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ