ଆଜି ଓଡିଶାରୁ ୩ ହଜାର ୨୫୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ଦୈନିକ ୩ ହଜାରରୁ ଉର୍ଦ୍ଧ୍ୱ କରୋନାରୁ ସୁସ୍ଥ ହେଉଛନ୍ତି । ତେବେ ଆଜି ରାଜ୍ୟରୁ ଆଉ ୩ ହଜାର ୨୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଷ୍ଟେଟ ପୁଲରୁ ୯୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୯୭ ହଜାର ୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ତେବେ ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରେ କେତେ ସୁସ୍ଥ –

Leave A Reply

Your email address will not be published.

ବ୍ରେକିଂ