ହୀରାକୁଦ ଡ୍ୟାମରେ ଆଉ ୪ଟି ଗେଟ୍ ଖୋଲିଲା, ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର :  ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା ।  ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।  ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ ଜାରି ରହିଛି ।

ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ ରହିଛି ।   ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୫୦ ହଜାର ୪୧୯ ଘନଫୁଟ ଜଳ । ସେହିପରି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି ୨ ଲକ୍ଷ ୨୦ ହାଜାର ୪୧୮ ଘନଫୁଟ ଜଳ ।

Leave A Reply

Your email address will not be published.

ବ୍ରେକିଂ