କଟକ ମହାନଗରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭

କଟକ: ଆଜି କଟକ ମହାନଗରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହି ନୂଆ  ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ଜଣେ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୪ ରହିଛି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୯୯ରେ ପହଞ୍ଚିଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋ ୧୬,୦୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକ ମହାନଗରରୁ ୮୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୫୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ