ଆଜି ଓଡିଶାରୁ ୫୨୮୧ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨୮୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ମୋଟ ୮ ଲକ୍ଷ ୩୫ ହଜାର ୧୩୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୦୦ ଜଣ ରହିଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ

ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୩୯୨୫ରେ ପହଞ୍ଚିଛି ।

Leave A Reply

Your email address will not be published.

ବ୍ରେକିଂ