ଆଜି ଓଡିଶାରୁ ୫୫୭୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଧିରେ ଧିରେ ହ୍ରାସ ହେବାରେ ଲାଗିଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କଠାରୁ ସୁସ୍ଥ ସଂଖ୍ୟାରେ ବୃଦ୍ଧି ଘଟୁଛି ଆଜି ରାଜ୍ୟରୁ ୫୫୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏହାକୁ ମିଶାଇ ଓଡିଶାରେ ମୋଟ ଲକ୍ଷ ୧୭ ହଜାର ୩୫୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୯୫ ଜଣ ରହିଛନ୍ତି

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ :-

Leave A Reply

Your email address will not be published.

ବ୍ରେକିଂ