ଭୁବନେଶ୍ୱରରୁ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ , ୧୧୩୫ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ । ଆଜି ଦିନକରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରାଣ୍ଟାଇନ ସେଣ୍ଟରୁ ୧୦୦ ଜଣ ଚିହ୍ନଟ ହୋଇଥିବା ବେଳେ ୪୪୭ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି ଟ୍ୱିଟ ଯୋଗେ ସୂଚନା ଦେଇଛି।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୮୨୬୮୫ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୭୬୨୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆହୁରି ୬,୦୫୭ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି