ଆଜି ଭୁବନେଶ୍ୱରରୁ ୫୯୨ କରୋନା ଆକ୍ରାନ୍ତ ଚିହ୍ନଟ, ୧୨୫୫ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଧିରେ ଧିରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ତେବେ ଆଜି ଭୁବନେଶ୍ୱର ମହାନଗର ନିଗମରୁ ୫୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୮୨ ଜଣ ସ୍ଥାନୀୟ ଆକ୍ରାନ୍ତ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ହଜାର ୯୧୯କୁ ବୃଦ୍ଧି ହୋଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୧୨୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ୭୦୦୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ ହଜାର ୪୬୫  ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୫୧ ଜଣ କରୋନାରେ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ