ଆଜି ଓଡିଶାରୁ ୬ ହଜାର ୨୫୨ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର: ଓଡିଶାରେ ଖସୁଛି କରୋନା ଗ୍ରାଫ। ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସଂଖ୍ୟକ ସୁସ୍ଥ ହେଉଛନ୍ତି। ଆଜି ରାଜ୍ୟରେ ଆଉ ୬ ହଜାର ୨୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୨୯ ହଜାର ୮୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ସୁସ୍ଥ ହୋଇଥିବା କଟକରୁ ୬୨୨, ଯାଜପୁରରୁ ୪୦୬, ଅନୁଗୁଳରୁ ୪୦୩, ବାଲେଶ୍ୱରରୁ ୩୭୩, ମୟୂରଭଞ୍ଜରୁ ୨୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ-

Leave A Reply

Your email address will not be published.

ବ୍ରେକିଂ