ଓଡିଶାରୁ ୭୫୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ଓଡିଶାରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂକ୍ରମଣ ସଂଖ୍ୟା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି ଆଜି ରାଜ୍ୟରୁ  ୭୫୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏହାକୁ ମିଶାଇ ଓଡିଶାରେ ମୋଟ ଲକ୍ଷ ୮୯ ହଜାର ୦୬୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୨୨ ଜଣ ରହିଛନ୍ତି

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ :-

Leave A Reply

Your email address will not be published.

ବ୍ରେକିଂ